Browsing Tag

#india

ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ – ନବୀନ ପଟ୍ଟନାୟକ

ରାଜଧାନୀ ଭୁବନେଶ୍ଵରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ ସରକାରକୁ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଅପରାଧ ରୋକିବା ଦିଗ​‌ରେ ସରକାରଙ୍କ ବିଫଳତାକୁ ଦର୍ଶାଇଛନ୍ତି। ନବୀନ ଲେଖିଛନ୍ତି, ଭୁବନେଶ୍ଵରର ଛାତି ଉପରେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜୋର୍ଡାନ ଗସ୍ତ ଶେଷ , ଇଥିଓପିଆ ରାଜଧାନୀ ଆଦିସ୍ ଆବାବାରେ ପହଞ୍ଚିଛନ୍ତି ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୋର୍ଡାନ ଗସ୍ତ ଶେଷ କରି ଇଥିଓପିଆ ରାଜଧାନୀ ଆଦିସ୍ ଆବାବା ପହଞ୍ଚିଛନ୍ତି । ରାଜଧାନୀ ଆଦିସ ଆବାବାର ବିମାନବନ୍ଦରରେ ଇଥିଓପିଆ ପ୍ରଧାନମନ୍ତ୍ରୀ ଓବି ଅହମ୍ମଦ ଅଲି ଆଲିଙ୍ଗନ କରି ପ୍ରଧାମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିଥିଲେ । ଏହାପରେ ଅବି ଅହମ୍ମଦ ଅଲି…

ଗ୍ରାହକଙ୍କ ପାଇଁ ଲଞ୍ଚ ହେଲା Oppo Reno 15c , ଜାଣନ୍ତୁ ଏହାର ମୂଲ୍ୟ

ଗ୍ରାହକଙ୍କ ପାଇଁ ଲଞ୍ଚ କରାଯାଇଛି Oppo Reno 15c । ଫିଚର ବିଷୟରେ କହିବାକୁ ଗଲେ ଏହି ଫୋନରେ ସ୍ନାପଡ୍ରାଗନ୍ ପ୍ରୋସେସର, ୧୨ ଜିବି ରାମ୍, ୫୧୨ ଜିବି ଷ୍ଟୋରେଜ୍, ୧୨୦ ହର୍ଜ ରିଫ୍ରେସ୍ ରେଟ୍ ଏବଂ ଟ୍ରିପଲ୍ ରିୟର କ୍ୟାମେରା ସେଟଅପ୍ ରହିଛି । ସେଲଫି ଲଭର୍ସଙ୍କ ପାଇଁ ଏହି ଓପୋ ସ୍ମାର୍ଟଫୋନରେ…

ସ୍ୱାମୀଙ୍କଠାରୁ ୧୦୦ କୋଟି ଟଙ୍କା କ୍ଷତିପୂରଣ ଏବଂ ଭରଣପୋଷଣ ଦାବି କଲେ ଅଭିନେତ୍ରୀ ସେଲିନା ଜେଟଲୀ

ବଲିଉଡ୍ ଅଭିନେତ୍ରୀ ସେଲିନା ଜେଟଲୀ ଗତ କିଛି ଦିନ ଧରି ଖବରରେ ଅଛନ୍ତି। ତାଙ୍କ ବ୍ୟକ୍ତିଗତ ଜୀବନରେ କିଛି ଠିକ୍ ଚାଲିନାହିଁ। ସେଲିନାଙ୍କୁ ନେଇ ସୋସିଆଲ ମିଡିଆରୁ ଆରମ୍ଭ କରି ଖବରକାଗଜ ପର୍ଯ୍ୟନ୍ତ ବ୍ୟାପକ ଆଲୋଚନା ହେଉଛି। ସେଲିନା ତାଙ୍କ ସ୍ୱାମୀ ପିଟର ହାଗଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ…

ପନ୍ଦର ବର୍ଷ ଓ ତା’ଠାରୁ ଅଧିକ ବୟସ ବର୍ଗରେ ବେକାରି ହାର ୪.୭ ପ୍ରତିଶତକୁ ହ୍ରାସ ପାଇଛି

ପନ୍ଦର ବର୍ଷ ଓ ତା’ଠାରୁ ଅଧିକ ବୟସ ବର୍ଗରେ ବେକାରି ହାର ୪.୭ ପ୍ରତିଶତକୁ ହ୍ରାସ ପାଇଛି। କେନ୍ଦ୍ର ସରକାର ଜାରି କରିଥିବା ନଭେମ୍ବର ମାସ ତଥ୍ୟରୁ ଏହା ଜଣାପଡ଼ିଛି। ଗତ ଅକ୍ଟୋବର  ବେକାରି ହାର ୫.୨ ପ୍ରତିଶତ ଥିଲା। ଗତ ଏପ୍ରିଲ୍ ପରେ ଦେଶରେ ବେକାରି ହାର ସର୍ବନିମ୍ନ ସ୍ତରକୁ ଖସିଛି।…

ଏସାଇଆର ଅନୁଯାୟୀ ପଶ୍ଚିମବଙ୍ଗରେ ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ତାଲିକା ପ୍ରକାଶ କରିଛି ନିର୍ବାଚନ ଆୟୋଗ

ଏସାଇଆର ଅନୁଯାୟୀ ପଶ୍ଚିମବଙ୍ଗରେ ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ତାଲିକା ପ୍ରକାଶ କରିଛନ୍ତି ନିର୍ବାଚନ ଆୟୋଗ । ଏପରିକି ଏହି ତାଲିକାରେ ୨୦୨୫ରେ ଭୋଟର ହୋଇଥିବା କିଛି ବ୍ୟକ୍ତି ଅଛନ୍ତି । ପଶ୍ଚିମ ବଙ୍ଗରେ ଆସନ୍ତା ବର୍ଷ ପ୍ରାରମ୍ଭରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ…

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।…

ଶରୀରର ମେଟାବୋଲିଜିମ୍ ବୃଦ୍ଧି କରିବାରେ ପ୍ରଭାବଶାଳୀ ପ୍ରମାଣିତ ହୋଇପାରେ ପାନମହୁରୀ

ଆପଣଙ୍କ ପେଟ ବଢିଯାଇଛି କି, ଚର୍ବି ଜମା ହୋଇ ରହିଛି କି ? ଆଉ ଆପଣ ଏଥିପାଇଁ ଚିନ୍ତିତ କି ? ଯଦି ହଁ, ଆପଣଙ୍କ ରୋଷେଇ ଘରେ ଅଛି ଏହାର ସମାଧାନ ,  ଆପଣ କ’ଣ ରୋଷେଇ ଘରେ ରଖାଯାଇଥିବା ପାନମହୁରିକୁ କେବଳ ମାଉଥ ଫ୍ରେଶନର ଭାବରେ ସେବନ କରନ୍ତି ? ଯଦି ହଁ  ତେବେ ଆପଣଙ୍କ ସୂଚନା ପାଇଁ ଆମେ…

ରାଜ୍ୟରେ ଶୀତ ପ୍ରକୋପ ଜାରି

ରାଜ୍ୟରେ ଶୀତ ପ୍ରକୋପ ଜାରି ରହିଛି । ଜି. ଉଦୟଗିରିର ରାତି ପାରଦ ସମାନ୍ୟ ବଢ଼ିଛି । ୩ ଡିଗ୍ରିକୁ ଖସିଥିବା ପାରଦ ୫ ଡିଗ୍ରିକୁ ଉଠିଛି । ଏବେ ବି ରାଜ୍ୟର ୧୧ ସହରର ତାପମାତ୍ରା ୧୦ ଡିଗ୍ରି ତଳେ ରହିଛି । ଦାରିଙ୍ଗବାଡ଼ି ଓ ଫୁଲବାଣୀର ରାତି ତାପମାତ୍ରା ୬ ଡିଗ୍ରି ରହିଥିବା ବେଳେ କୋରାପୁଟରେ…

ଆଜିର ରାଶିଫଳ

ମେଷ: ଏକ ତରଫା ଚିନ୍ତା ଆପଣଙ୍କୁ ଅଡ଼ୁଆରେ ପକାଇପାରେ। ଟଙ୍କ ପଇସା ନେବା ଦେବା ବେଳେ ସାବଧାନତା ଅବଲମ୍ବନ କରନ୍ତୁ। ଇଂଜିନିୟର ନୂଆ ପ୍ରୋଜେକ୍ଟରେ କାମ କରିବେ। ‌ ବୃଷ: ଆପଣଙ୍କ ବ୍ୟକ୍ତିତ୍ବରେ କିଛି ପରିବର୍ତ୍ତନ ଆସିବ। ସମାଜରେ ଆପଣଙ୍କୁ ଉଚିତ ଆଦର ସମ୍ମାନ ମିଳିବ। ଅଫିସରେ ତଳିଆ…