ପୁଣି ବାପା ହେବେ କି ରଣବୀର ?
ବଲିଉଡର ସବୁଠାରୁ ଚର୍ଚ୍ଚିତ କପଲ୍ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଝିଅ ରାହାଙ୍କ ସହ ସମୟ ବିତାଉଛନ୍ତି। ନଭେମ୍ବର ୨୦୨୨ ରାହା ଜନ୍ମ ପରଠାରୁ ଉଭୟ ଫିଲ୍ମ ଦୁନିଆରେ ଏତେଟା ସକ୍ରିୟ ରହୁନାହାନ୍ତି। ଏସବୁ ଭିତରେ ରଣବୀର ଏବେ ଦ୍ୱିତୀୟ ସନ୍ତାନର ସମ୍ଭାବନା ବିଷୟରେ ମୁହଁ ଖୋଲିଛନ୍ତି। ରଣବୀରଙ୍କୁ…