Browsing Tag

#india

ଆଜିଠୁ ଆହୁରି ବଢ଼ିବ ଖରା,ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍’ ଓ୍ବାର୍ଣ୍ଣିଂ ଜାରି

ଏପ୍ରିଲ ମାସ ଆରମ୍ଭରୁ ଡ଼ହଡ଼ହ ଖରା । ଉପକୂଳରୁ ଉପାନ୍ତ ସବୁଠି ତାତି । ଆଜିଠୁ ଆହୁରି ବଢ଼ିବ ଖରା । ୯ ଜିଲ୍ଲାରେ ୪୦ ଡିଗ୍ରୀ ଟପିଲା ଖରା । ଆଗାମୀ ୫ ଦିନ ଯାଏ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା…

ଆଜି ପବିତ୍ର ମହାବିଷୁବ ବା ପଣାସଂକ୍ରାନ୍ତି ,ବିଭିନ୍ନ ପୀଠରେ ଝାମୁଯାତ୍ରା ପାଳିତ

ଆଜି ପବିତ୍ର ମହାବିଷୁବ ବା ପଣାସଂକ୍ରାନ୍ତି । ପଣା ସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ହନୁମାନଙ୍କ ଉପାସନା ସହ ଭକ୍ତମାନେ ହନୁମାନ ଚାଳିଶା ପାଠକରନ୍ତି। ସେଥିପାଇଁ ବିଭିନ୍ନ ହନୁମାନ ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି । ପୁରୀରେ ମହାବିଷୁବ ସଂକ୍ରାନ୍ତି ଓ…

ଆଜିର ରାଶିଫଳ

ମେଷ : ଆଜି ଏକ ମିଶ୍ରିତ ଦିନ ହେବ । ଆପଣଙ୍କ ଉପରିସ୍ଥ ଅଧିକାରୀମାନେ ଆପଣଙ୍କ କାର୍ଯ୍ୟ ନୀତିରେ ଖୁସି ହେବେ । ଏକ ଭାରୀ କାର୍ଯ୍ୟଭାର ଦିନକୁ ବ୍ୟସ୍ତ ଏବଂ କ୍ଳାନ୍ତିକର କରିପାରେ । ପାରିବାରିକ ପରିବେଶ ଭଲ ରହିବ । ସାମାଜିକ ଏବଂ ଧାର୍ମିକ କାର୍ଯ୍ୟକଳାପ ପ୍ରତି ଆପଣଙ୍କର ଆଗ୍ରହ ବୃଦ୍ଧି ପାଇବ…

ଭୁବନେଶ୍ବରକୁ ୭୮ ବର୍ଷ,ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ

୭୮ ବର୍ଷରେ ପାଦ ଦେଲା ଭୁବନେଶ୍ବର । ପ୍ରତିଷ୍ଠା ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ । ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ । ଏହି ଅବସରରେ ସହରରେ ଦୁଇ ଦିନିଆ ‘ରାଜଧାନୀ ମହୋତ୍ସବ’ ଆରମ୍ଭ ହୋଇଛି  । ଆଜି ସକାଳୁ ପିଏମଜି ଛକ ନିକଟରେ ଥିବା…

ଆସନ୍ତା ୧୭ ତାରିଖ ଯାଏ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ

କଲବଲ କରୁଛି ତାତି । ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି । ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ତାତି । ଆସନ୍ତା ୧୭ ତାରିଖ ଯାଏ ଏଭଳି ତାତି ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ଆଶଙ୍କା ରହିଛି। ୧୪ ତାରିଖ ବେଳକୁ ପଶ୍ଚିମ ଓଡ଼ିଶାର…

ଏହି ରାଶିଙ୍କ ପାଇଁ ଆଜି ଶୁଭ ଦିନ

ମେଷ: ଆଜି ଏକ ଶୁଭ ଦିନ ହେବ । କାର୍ଯ୍ୟରେ ଅପ୍ରତ୍ୟାଶିତ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଆପଣଙ୍କ ଭାଇଭଉଣୀଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ, ଏବଂ ଆପଣ ଆପଣଙ୍କ ଘର ସମ୍ବନ୍ଧୀୟ ବିଷୟରେ ଆଲୋଚନା କରିପାରନ୍ତି । ଏକ ଛୋଟ ଧାର୍ମିକ ସ୍ଥଳକୁ ଯାତ୍ରା ସଫଳ ହେବ । ଆପଣଙ୍କ କାମରେ ସଫଳତା…

ପଶ୍ଚିମରୁ ଉପକୂଳ ସବୁଠି ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି । ଅନେକ ସହରରେ ପାରଦ ୪୦…

ଏପ୍ରିଲ ମାସ ଆରମ୍ଭରୁ ଡହଡହ ଖରା । ସତେ ଯେମିତି ଆକାଶରୁ ଏବେ ନିଆଁ ବର୍ଷୁଛି । ସକାଳ ୮ଟା ବାଜିଲେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି । ପଶ୍ଚିମରୁ ଉପକୂଳ ସବୁଠି ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି । ଅନେକ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ…

୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ନାରୀ ଶକ୍ତି ବନ୍ଦନ : ସଶକ୍ତ ନାରୀ, ସଶକ୍ତ ଭାରତ । ନାରୀ ଅଧିକାର ପାଇଁ ୭ ସୂତ୍ରୀ କହିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସମ୍ମାନ, ସୁରକ୍ଷା, ସମାନତା, ସହଭାଗିତା, ଶସକ୍ତିକରଣ, ସ୍ବାବଲମ୍ବନ ଏବଂ ସମ୍ମାନଜନକ ନେତୃତ୍ବ । ୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ ଓ ଏହା…

ହଷ୍ଟେଲ ଖାଦ୍ୟ ଖାଇ ଅସୁସ୍ଥ , ୬୫ରୁ ଅଧିକ ଛାତ୍ରଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ

ହଷ୍ଟେଲରେ ଖାଦ୍ୟ ଖାଇଲେ । କିଛି ସମୟ ପରେ ଅସୁସ୍ଥ ହୋଇପଡ଼ିଲେ । ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲ ଗଲେ । ହସ୍ପିଟାଲରେ ଭର୍ତ୍ତି ହୋଇ ଲାଗିଲା ସାଲାଇନ୍ । ଫୁଡ୍ ପଏଜନିଂ ହୋଇଥିବା ସନ୍ଦେହ କରାଯାଉଛି । ୬୫ରୁ ଅଧିକ ଛାତ୍ରଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।…

ଦିନିକିଆ ଗସ୍ତରେ ରାଉରକେଲା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦିନିକିଆ ଗସ୍ତରେ ରାଉରକେଲା ଆସିବେ ମହାମହିମ ।  ଏପ୍ରିଲ ୨୧ରେ ରାଉରକେଲା ଗସ୍ତ କରି ୧୫୭ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୧୧ଟା୧୦ରେ…