ଇରାନ ହର୍ମୁଜ୍ ଜଳପଥ ଦେଇ ପରିବହନ କରୁଥିବା ତୈଳ ଟ୍ୟାଙ୍କରଗୁଡ଼ିକ ଠାରୁ ଟୋଲ୍ ଟିକସ ଆଦାୟ କରିବାକୁ ଯୋଜନା ପ୍ରସ୍ତୁତ…
ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ,ଇରାନ ଏହାର ରାଜସ୍ୱ ବୃଦ୍ଧି ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ପ୍ରସ୍ତୁତ ହେଉଛି। ରିପୋର୍ଟ ଅନୁସାରେ,ଇରାନ ହର୍ମୁଜ୍ ଜଳପଥ ଦେଇ ପରିବହନ କରୁଥିବା ତୈଳ ଟ୍ୟାଙ୍କରଗୁଡ଼ିକ ଠାରୁ ଟୋଲ୍ ଟିକସ ଆଦାୟ କରିବାକୁ ଯୋଜନା ପ୍ରସ୍ତୁତ କରୁଥିବା ସୂଚନା…