Browsing Tag

#india

ସଂଗୀତକାର ଏ.ଆର୍‌. ରେହମାନ ହସ୍ପିଟାଲରେ ଭର୍ତ୍ତି

ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍‌. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ଚେନ୍ନାଇର ଗ୍ରୀମ୍ସ ରୋଡରେ ଥିବା ଏକ ଘରୋଇ…

ମହିଳା ପ୍ରିମିୟର ଲିଗ୍ ୨୦୨୫ରେ ପୁଣି ଚାମ୍ପିଅନ ହୋଇଛି ମୁମ୍ୱାଇ ଇଣ୍ଡିଆନ୍ସ

ମହିଳା ପ୍ରିମିୟର ଲିଗ୍ ୨୦୨୫ରେ ପୁଣି ଚାମ୍ପିଅନ ହୋଇଛି ମୁମ୍ୱାଇ ଇଣ୍ଡିଆନ୍ସ । ଦିଲ୍ଲୀ କ୍ୟାପିଟାଲ୍ସକୁ ୮ ରନ୍‌ରେ ପରାସ୍ତ କରି ଚଳିତ ସଂସ୍କରଣ ଟ୍ରଫି ହାତେଇଛି । ଏହା ସହ ମୁମ୍ୱାଇ ଇଣ୍ଡିଆନ୍ସ ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ୍ ଚାମ୍ପିଅନ ହୋଇଛି । ଗତକାଲି ଦିଲ୍ଲୀ କ୍ୟାପିଟାଲ୍ସ ଏବଂ…

ଆଧାର ସହ ଲିଙ୍କ୍‌ ହେବ ଭୋଟର ଆଇଡି କାର୍ଡ

ଆଧାର ସହ ଲିଙ୍କ୍‌ ହେବ ଭୋଟର ଆଇଡି କାର୍ଡ। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମାର୍ଚ୍ଚ ୧୮ରେ ଗୃହ ସଚିବ, ଆଇନ ସଚିବ ଏବଂ ଆଧାର କାର୍ଡ ଜାରି କରୁଥିବା ସଂସ୍ଥା, ଭାରତୀୟ ସୱତନ୍ତ୍ର ପରିଚୟ ପ୍ରାଧିକରଣ (UIDAI)ର ସିଇଓଙ୍କୁ ଭେଟିବେ। ଏହି ବୈଠକରେ ଆଧାର କାର୍ଡ ଏବଂ ଭୋଟର ପରିଚୟ…

ହୋଲିରେ ଜଳିଲା ପଶ୍ଚିମ ଓଡ଼ିଶା ,ତାପମାତ୍ରା ୪୨ ଡିଗ୍ରି ସେଲସିୟସ୍ ଛୁଇଁଛି

ରାଜ୍ୟରେ ଶନିବାର ତାତି ରେକର୍ଡ ଭାଙ୍ଗିଛି । ହୋଲିରେ ପଶ୍ଚିମ ଓଡ଼ିଶା ଜଳୁଛି । ତାପମାତ୍ରା ୪୨ ଡିଗ୍ରି ସେଲସିୟସ୍ ଛୁଇଁଛି। ଶନିବାର ଅପରାହ୍ନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୪୨ ଡିଗ୍ରି ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗତକାଲି ଏହି…

୨୪ ଏବଂ ୨୫ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଗୁରୁବାର ଘୋଷଣା କରିଛି ଯେ ଏହାର ଦୁଇ ଦିନିଆ ଦେଶବ୍ୟାପୀ ଧର୍ମଘଟ ମାର୍ଚ୍ଚ ୨୪ ଏବଂ ୨୫ ତାରିଖରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ହେବ। ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (IBA) ସହିତ ହୋଇଥିବା ଆଲୋଚନାରେ କୌଣସି ସକାରାତ୍ମକ ଫଳାଫଳ ନ…

ଶ୍ରୀକ୍ଷେତ୍ରରେ ହୋଲି ପାଳିଲେ ବିଜେପି ସାଂସଦ ହେମାମାଳିନୀ

ଶ୍ରୀକ୍ଷେତ୍ରରେ ହୋଲି ପାଳିଲେ ବିଜେପି ସାଂସଦ ହେମାମାଳିନୀ । ପବିତ୍ର ହୋଲି ଅବସରରେ ପୁରୀରେ ରଙ୍ଗର ପର୍ବ ପାଳିଛନ୍ତି ହେମା । ପ୍ରଥମେ ଶ୍ରମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ହେମା । ତେବେ ହୋଲି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ସୁରକ୍ଷିତ ହୋଲି ଖେଳିବାକୁ ପରାମର୍ଶ…

ହୋଲିରେ କିପରି କରିବେ  ତ୍ବଚା ଏବଂ କେଶର ଯତ୍ନ  

ଆସିଛି ରଙ୍ଗର ପର୍ବ ହୋଲି । ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ଏହି ହୋଲିର ରଙ୍ଗରେ ରଙ୍ଗାୟିତ ହୋଇଥାଆନ୍ତି । ହୋଲିରେ କେହି କାହାକୁ ରଙ୍ଗ ଲଗାଇଲେ ମାତ୍ରେ ହିଁ ମନରେ ଥିବା ସମସ୍ତ ରୋଷ ଓ ଅଭିମାନ ଦୂରେଇ ଯାଇଥାଏ । ଏହି ରଙ୍ଗୀନ ପର୍ବ ମନକୁ ଆନନ୍ଦ ଏବଂ…

ଆଜି ସାରା ଦେଶ ପାଳନ କରୁଛି ରଙ୍ଗର ପର୍ବ ହୋଲି

ଆଜି ହେଉଛି ହୋଲି । ରଙ୍ଗର ପର୍ବ, ଖୁସି, ଉତ୍ସାହର ଦିନ । ଆମ ସମସ୍ତଙ୍କ ପସନ୍ଦର ପର୍ବ ହୋଲି । ରଙ୍ଗର ଏହି ପର୍ବକୁ ନେଇ ଗାଁଠୁ ସହର ସବୁଠି ଉତ୍ସବ ମୁଖର । ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ । ସବୁଠି ହୋଲି ପର୍ବର ଧୁମ ଦେଖିବାକୁ ମିଳେ ।ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି  ସମସ୍ତେ…

ଆଇପିଏଲ୍-୨୦୨୫ ସଂସ୍କରଣରେ ବଦଳିଲେ ୫ଦଳର କ୍ୟାପଟେନ୍‌

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL)ର ୧୮ତମ ସଂସ୍କରଣ ଲାଗି ବିଗୁଲ୍ ବାଜି ସାରିଛି । ଟୁର୍ଣ୍ଣାମେଣ୍ଟରେ ଭାଗ ନେଉଥିବା ସମସ୍ତ ଦଳ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି । ଆଇପିଏଲ୍-୨୦୨୫ ସଂସ୍କରରଣରେ ୫ଟି ଦଳ ନୂଆ ଅଧିନାୟକଙ୍କ ସହ ମୈଦାନକୁ ଓହ୍ଲାଇବେ । ସମସ୍ତ ୧୦ ଦଳର ଅଧିନାୟକ ସ୍ଥିର ହୋଇ…

ରଙ୍ଗରେ ଭିଜିଲେ କ୍ରିକେଟର

IPL 2025ର ୧୮ତମ ସିଜିନର ବିଗୁଲ ବାଜିସାରିଛି। ସମସ୍ତ ଦଳର ଖେଳାଳି ନିଜ ନିଜ ଘରୋଇ ପଡ଼ିଆରେ କଠିନ ଅଭ୍ୟାସ କରୁଛନ୍ତି। ହେଲେ ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ସମଗ୍ର ଦେଶ ହୋଲି ରଙ୍ଗରେ ରଙ୍ଗିତ। ଏହି ପରିପ୍ରେକ୍ଷୀରେ ହୋଲି ରଙ୍ଗରେ ଭିଜିଛନ୍ତି ବିଦେଶୀ କ୍ରିକେଟର। ଭାରତୀୟ ହୁଅନ୍ତୁ କି…