ପାଓ୍ବାର କଟ୍ କୁ ନେଇ ଗୁଡ୍ ନ୍ୟୁଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ,ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା…
ଖରାଦିନେ ଆଉ ଅସହ୍ୟ ତାତିରେ ଛଟପଟ ହେବେନି ଲୋକେ ।ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ସମୟରେ ଘଣ୍ଟା ଘଣ୍ଟା ଧରିକଟିବନି ବିଦ୍ୟୁତ । ପାଓ୍ବାର କଟ୍କୁ ନେଇ ଏକ ଗୁଡ୍ ନ୍ୟୁଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯାହା ସମସ୍ତଙ୍କୁ ଆଶ୍ବସ୍ତ କରାଇବ । ଗୁରୁବାର ବାଲିଅନ୍ତା ଠାରେ ବିଦ୍ୟୁତ ସବ୍…