Browsing Tag

#india

ବଜାରରେ ସୁନା ଓ ରୂପା ଦର ଆକାଶଛୁଆଁ,୮୮ ଟପିଲା ସୁନା ଦର

ବଜାରରେ ସୁନା ଓ ରୂପା ଦର ଆକାଶଛୁଆଁ ହେବାରେ ଲାଗିଛି। ଭୁବନେଶ୍ବରରେ ପ୍ରମୁଖ ସୋରୁମ୍‌ଗୁଡ଼ିକରେ ଆଜି ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌ ପିଛା ୮୮,୫୮୦ ଟଙ୍କା‌ରେ ପହଞ୍ଚିଛି। ସେହିଭଳି ୨୨ କ୍ୟା‌ରେଟ୍‌ ସୁନା ଦର ୧୦ ଗ୍ରାମ୍‌ ପିଛା ୮୧୨୦୦ ଟଙ୍କା ହୋଇଛି। ଗତକାଲି ତୁଳନାରେ ସୁନା ଦରରେ…

ଦିନ ୧୨ଟାରୁ ୧ଟା ସୁଦ୍ଧା ହୋଲି ଖେଳ ସାରିବାକୁ ଡିସିପିଙ୍କ ପରାମର୍ଶ

ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। କଟକ ଭୁବନେଶ୍ଵର ସହର ପାଇଁ ଅଧିକ ଫୋର୍ସ ମୁତୟନ କରାଯିବ। ଭୁବନେଶ୍ଵର ଓ କଟକ ସହରର ଅତି ସମ୍ବେଦନଶୀଳ ଓ ଦୁର୍ଘଟଣା ବହୁଳ ଜଳାଶୟ ନିକଟରେ ଫୋର୍ସ ମୁତୟନ ହେବେ । ଭୁବନେଶ୍ଵରରେ ୫ଟି ଓ କଟକରେ ୩ଟି…

ଇଂଲଣ୍ଡ୍ ବ୍ୟାଟର୍ ହ୍ୟାରି ବ୍ରୁକ୍‌ଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରିଛି ବିସିସିଆଇ

ଶେଷ ମୁହୂର୍ତ୍ତରେ ଆଇପିଏଲ୍‌-୨୦୨୫ରୁ ଓହରିଯାଇଥିବାରୁ ଇଂଲଣ୍ଡ୍ ବ୍ୟାଟର୍ ହ୍ୟାରି ବ୍ରୁକ୍‌ଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରିଛି ଭାରତୀୟ କ୍ରିକେଟ୍‌ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)। ବିସିସିଆଇ ଏ ସମ୍ପର୍କରେ ବ୍ରୁକ୍‌ଙ୍କ ଜାତୀୟ କ୍ରିକେଟ୍‌ ସଂଘ ଇଂଲଣ୍ଡ୍ ଆଣ୍ଡ୍ ୱେଲ୍ସ କ୍ରିକେଟ୍…

ତୃତୀୟ ବିବାହ କରିବେ ଅମିର ଖାନ

ଆଜି ଥିଲା ବଲିଉଡ ଅଭିନେତା ଆମିର ଖାନଙ୍କ ଜନ୍ମଦିନ। ଏହି ସ୍ବତନ୍ତ୍ର ଅବସରରେ, ଅଭିନେତା ଗଣମାଧ୍ୟମ ସହିତ ଏକ ସାକ୍ଷାତକାର ଏବଂ ଏକ ପାର୍ଟି ଆୟୋଜନ କରିଥିଲେ। ଆଜି ଦିନର ମୁଖ୍ୟ କଥା ହେଉଛି ଆମିର ତାଙ୍କ ପ୍ରେମ ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ଖୋଲାଖୋଲି ପ୍ରକାଶ କରିଥିଲେ। ଅଭିନେତାଙ୍କ…

ସକାଳୁ ଥରିଲା ଲଦାଖଠାରୁ ଜମ୍ମୁ-କଶ୍ମୀର

ଭାରତର ଉତ୍ତର ଭାଗରେ ଭୋର ସମୟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା। ଲଦାଖର କାରଗିଲରେ ୫.୨ ତୀବ୍ରତାର ଭୂମିକମ୍ପ ହୋଇଥିଲା। ଏହି ଭୂମିକମ୍ପଗୁଡ଼ିକ ରାତି ୨.୫୦ ରେ ଅନୁଭୂତ ହୋଇଥିଲା। କାର୍ଗିଲ ସହିତ, ଏହି ଭୂମିକମ୍ପଗୁଡ଼ିକ ସମଗ୍ର ଲଦାଖ ଏବଂ ଜମ୍ମୁ ଓ କଶ୍ମୀରର କିଛି ସ୍ଥାନରେ ଅନୁଭୂତ…

ଆଜି ୧୦ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଜାରି ,ଦିନ ୧୧ଟାରୁ ୩ଟା ବାହାରକୁ ନଯିବାକୁ ଜନସାଧାରଣଙ୍କୁ  ପରାମର୍ଶ ଦେଇଛନ୍ତି…

ସାରା ରାଜ୍ୟରେ ପ୍ରଚଣ୍ଡ ଖରା । ୧୭ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର  ।  ୪୦ ଡିଗ୍ରୀ ଟପିଲା ୮ ସହରର ତାପମାତ୍ରା । ଝାରସୁଗୁଡାରେ ସର୍ବାଧିକ ୪୧ ଡିଗ୍ରୀ ରେକର୍ଡ ହୋଇଛି  ।   ଆଜି ୧୦ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଜାରି ।  ଦିନ ୧୧ଟାରୁ ୩ଟା ବାହାରକୁ ନଯିବାକୁ ଜନସାଧାରଣଙ୍କୁ  …

ଆଜି ଦୋଳପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ସୁନାବେଶ

ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା  ଅନ୍ୟତମ । ସେଥିପାଇଁ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ସୁନାବେଶ l ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ମଣି ବିମାନରେ ଦୋଳବେଦୀକୁ ବିଜେ କରିବା ସହ ଭକ୍ତଙ୍କ ସହିତ ଅବିର ଓ…

ଆସନ୍ତାକାଲି ବୁଦ୍ଧାଦିତ୍ୟ ରାଜଯୋଗ , କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ଶୁଭ ପରିବର୍ତ୍ତନ ହେବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପ୍ରତ୍ୟେକ ଗ୍ରହ ନିର୍ଦ୍ଦିଷ୍ଟ ସମୟ ଅନୁସାରେ ଚଳନ କରି ଥାନ୍ତି । ଏହାଦ୍ୱାରା ଅତ୍ୟନ୍ତ ଶୁଭ ଯୋଗ ସୃଷ୍ଟି ମଧ୍ୟ ସୃଷ୍ଟି ହୋଇଥାଏ । ଏହାର ପ୍ରଭାବ ଦେଶ ଦୁନିଆ ସହ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ମଧ୍ୟ ପଡିଥାଏ । ଚଳିତ ବର୍ଷ ୧୪ ମାର୍ଚ୍ଚରେ ଦୋଳ ଓ ୧୫…

ତାଇୱାନ ଏବଂ ଗୁଜରାଟରେ ଭୂକମ୍ପ ଝଟକା

ତାଇୱାନର ତାଇତୁଙ୍ଗ କାଉଣ୍ଟି ସମୁଦ୍ରରେ ୫.୨ ତୀବ୍ରତାର ଭୂକମ୍ପ ହୋଇଛି । ଏହାର କେନ୍ଦ୍ର ସମୁଦ୍ର ସ୍ଥଳରୁ ୧୫ କିମି ଗଭୀରତାରେ ରହିଛି । ତେବେ ଭୂକମ୍ପର ଝଟକା ପୂର୍ବ ଚୀନର ଫୁଜିୟାନର ପ୍ରାନ୍ତର ଫୁଜୋ, କ୍ବାନଝାଓ ଏବଂ ଅନ୍ୟ ଅଞ୍ଚଳରେ ଅନୁଭୂତ ହୋଇଛି । ସ୍ଥାନୀୟ ଲୋକ ଭୂକମ୍ପକୁ ନେଇ ସୋସିଆଲ…

ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି, ‘ଆପଣମାନଙ୍କୁ ସମସ୍ତଙ୍କୁ ହୋଲିର ବହୁତ ବହୁତ ଶୁଭକାମନା। ଆନନ୍ଦ…