Browsing Tag

#india

ସବୁଠୁ ପବିତ୍ର କୁହାଯାଉଥିବା ଗଙ୍ଗା ନଦୀର ଜଳ ଏବେ ପ୍ରଦୂଷିତ

ସବୁଠୁ ପବିତ୍ର କୁହାଯାଉଥିବା ଗଙ୍ଗା ନଦୀର ଜଳ ଏବେ ପ୍ରଦୂଷିତ। ବିହାର ଦେଇ ଯାଇଥିବା ଗଙ୍ଗା ନଦୀର ଏହି ଜଳ ଏବେ ଗାଧୋଇବା ପାଇଁ ମଧ୍ୟ ଅନୁପଯୁକ୍ତ। ଜଳରେ ବ୍ୟାକ୍ଟେରିଆ ବା ଜୀବାଣୁ ସଂଖ୍ୟା ବହୁ ଅଧିକ ରହୁଥିବାରୁ ତାହା ପ୍ରଦୂଷିତ ହୋଇପଡ଼ିଥିବା ବିହାର ଅର୍ଥନୈତିକ ସର୍ଭେ ୨୦୨୪-୨୫ରେ…

ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଫଗୁଣ ମାସ ଅଧା ହୋଇନାହିଁ , ତାତି ଛୁଇଁଲାଣି ଶିଖର। ଶନିବାର ପଶ୍ଚିମ ଓଡ଼ିଶାରେ ତାପମାତ୍ରା 38 ଡ଼ିଗ୍ରୀ ଟପିଥିବା ବେଳେ ରାଜ୍ୟର 11 ସହର ତାପମାତ୍ରା 37 ଡ଼ିଗ୍ରୀ ଅତିକ୍ରମ କରିଛି । ଏପରି ଅବସ୍ଥାରେ ଆଗକୁ ପରିସ୍ଥିତି ଆହୁରି ଅସମ୍ଭାଳ ହେବା ବୋଲି କୁହାଯାଉଛି ।  ଚଳିତ ବର୍ଷ ପ୍ରଚଣ୍ଡ  ତାତି…

ଚାମ୍ପିୟନ୍ସ ଟ୍ରଫି : ନ୍ୟୁଜିଲାଣ୍ଡ କୁ ହରାଇଲା ଭାରତ

ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫  ରନ କରି ଅଲଆଉଟ ହୋଇଯାଇଥିଲା । ଦଳ…

ବନ୍ଦ ସୁଟକେସରୁ ମିଳିଲା କଂଗ୍ରେସ ନେତ୍ରୀଙ୍କ ମୃତଦେହ

ହରିୟାଣାରେ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏକ ବନ୍ଦ ସୁଟକେସରୁ ସନ୍ଦେହଜନକ ଭାବରେ ଠାବ ହୋଇଛି କଂଗ୍ରେସ ନେତ୍ରୀଙ୍କ ମୃତଦେହ । ଗତକାଲି ହରିୟାଣାର ରୋହତକରେ ଏକ ସୁଟକେସ୍ ଭିତରେ ୨୨ ବର୍ଷୀୟା କଂଗ୍ରେସ କର୍ମୀଙ୍କ ମୃତଦେହ ରହିଥିବାର ଦେଖିବାକୁ ମିଳିଥିଲା । ତାଙ୍କ ପରିଚୟ ହେଉଛି ହିମାନୀ ନରୱାଲ…

ହାନିଆଙ୍କୁ ବିବାହ କରିବେ ସଲମାନ

ପାକିସ୍ତାନୀ ଅଭିନେତ୍ରୀଙ୍କୁ ବିବାହ କରିପାରନ୍ତି ସଲମାନ | କୁଇନ ଭାବରେ ପ୍ରସିଦ୍ଧ ରାଖୀ ସାୱନ୍ତ କହିଛନ୍ତି ଯେ ସେ ସଲମାନ ଖାନଙ୍କ ପାଇଁ ଜଣେ ଝିଅ ଏବଂ ନିଜ ପାଇଁ ଜଣେ ଭାବୀଙ୍କୁ ବାଛିଛନ୍ତି। ନିକଟରେ ରାଖୀ ସାୱନ୍ତ ଇନଷ୍ଟାଗ୍ରାମରେ ଏକ ଭିଡିଓ ସେୟାର କରିଛନ୍ତି, ଯେଉଁଥିରେ ସେ ସଲମାନ ଏବଂ…

୧୪ ମାର୍ଚ୍ଚରେ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ

ପ୍ରତିବର୍ଷ ସୂର୍ଯ୍ୟ ପରାଗ ଏବଂ ଚନ୍ଦ୍ରଗ୍ରହଣ ହୁଏ। ଧାର୍ମିକ ଦୃଷ୍ଟିକୋଣରୁ, ଗ୍ରହଣକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ଏହି କାରଣରୁ ହିନ୍ଦୁ ଧର୍ମରେ ଗ୍ରହଣ ସମୟରେ ସୂତକର ନିୟମ ପାଳନ କରାଯାଏ ଏବଂ ଅନେକ ପ୍ରକାରର କାର୍ଯ୍ୟକଳାପ ନିଷେଧ କରାଯାଏ। ଚଳିତବର୍ଷ ଗୋଟିଏ ମାସରେ ସୂର୍ଯ୍ୟ…

ମାର୍ଚ୍ଚ ୩୧ରୁ ପୁରୁଣା ଗାଡ଼ିକୁ ମିଳିବନି ପେଟ୍ରୋଲ-ଡିଜେଲ୍

ବଢ଼ୁଥିବା ବାୟୁ ପ୍ରଦୂଷଣ, ବିଗୁଡ଼ୁଥିବା ପରିବେଶ ରକ୍ଷା ପାଇଁ ବଡ଼ ପଦକ୍ଷେପ । ୧୫ ବର୍ଷରୁ ଅଧିକ ପୁରୁଣା ଗାଡ଼ିକୁ ଆଉ ମିଳିବନି ପେଟ୍ରୋଲ୍ ଓ ଡିଜେଲ୍ । ମାର୍ଚ୍ଚ ୩୧ରୁ ପୁରୁଣା ଗାଡ଼ିକୁ ପେଟ୍ରୋଲ-ଡିଜେଲ୍ ମିଳିବ ନାହିଁ । ଦିଲ୍ଲୀରେ ବାୟୁ ପ୍ରଦୂଷଣ ନିୟନ୍ତ୍ରଣ କରିବା ଲାଗି ଦିଲ୍ଲୀ ସରକାର…

ସୁରେଶ ପନ୍ତଙ୍କୁ ପିସିସିଏଫ ପଦବିରେ ନିଯୁକ୍ତି ଦେଲେ ରାଜ୍ୟ ସରକାର

ରାଜ୍ୟ ସରକାର ଭାରତୀୟ ବନ ସେବା  ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି । ଶ୍ରୀ ପନ୍ତଙ୍କୁ ମୋହନ ସରକାର ପିସିସିଏଫ ପଦବିରେ ନିଯୁକ୍ତି ଦେଇଛନ୍ତି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଧିକାରୀ…

ଯୁଦ୍ଧ ବିମାନ ଉଡ଼ାଇବାକୁ ନେଇ ଅନୁଷ୍କା ସିଂହ ଚର୍ଚ୍ଚାରେ

ଭାରତୀୟ ବାୟୁସେନା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି । ଫ୍ଲାଇଂ ଅଫିସର ଅନୁଷ୍କା ସିଂହ ଜଗୁଆର ଫାଇଟର ଜେଟ ସ୍କ୍ବାଡ୍ରନରେ ସ୍ଥାୟୀ ଚାକିରି ପାଇଥିବା ପ୍ରଥମ ମହିଳା ପାଇଲଟ ଭାବେ ଗୌରବ ଅର୍ଜନ କରିଛନ୍ତି । ଯୁଦ୍ଧ ବିମାନ ଉଡ଼ାଇବାକୁ ନେଇ ଅନୁଷ୍କା ସିଂହ ଚର୍ଚ୍ଚାର ପରିସରରେ…

ଗାୟିକା ଶ୍ରେୟା ଘୋଷାଲଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍‌

ଗାୟିକା ଶ୍ରେୟା ଘୋଷାଲଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ଶ୍ରେୟା ଘୋଷାଲ ନିଜେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ଶନିବାର ଶ୍ରେୟା ଘୋଷାଲ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ତାଙ୍କ ଫଲୋଅର୍ସଙ୍କୁ ସୂଚନା ଦେଇ କହିଛନ୍ତି, ତାଙ୍କ ଏକ୍ସ ଆକାଉଣ୍ଟ…