ଆଜିଠୁ ଆରମ୍ଭ ହେବ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଟି-୨୦ ଲଢ଼େଇ
ଆଜିଠୁ ଆରମ୍ଭ ହେବ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଟି-୨୦ ଲଢ଼େଇ । ଦୁଇ ଦଳ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ଆଜି ଲକ୍ଷ୍ନୌର ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ୍ ଷ୍ଟାଡିୟମ୍ରେ ଖେଳାଯିବ । ଭାରତୀୟ ସମୟ ଅନୁସାରେ ସନ୍ଧ୍ୟା ୭ଟାରୁ ମ୍ୟାଚ୍ ଆରମ୍ଭ ହେବ । ଘରୋଇ ମାଟିରେ…