Browsing Tag

#india

ଆଇସିସି ଚାମ୍ପିୟନ୍ସ ଟ୍ରଫି- ଅଷ୍ଟ୍ରେଲିଆ ଆଗରେ ୨୭୪ ରନର ଲକ୍ଷ୍ୟ ରଖିଛି ଆଫଗାନିସ୍ତାନ

ଲାହୋରଠାରେ ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଗ୍ରୁପ-ବିର ଏକ ମ୍ୟାଚରେ ଅଷ୍ଟ୍ରେଲିଆ ଆଗରେ ୨୭୪ ରନର ଲକ୍ଷ୍ୟ ରଖିଛି ଆଫଗାନିସ୍ତାନ ।  ଏହି ମ୍ୟାଚରେ ଆଫଗାନିସ୍ତାନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ଦଳ ଆରମ୍ଭରୁ ରେହମାତୁଲ୍ଲା ଗୁରବାଜଙ୍କ…

ଚଳିତ ବର୍ଷ ଶେଷ ସୁଦ୍ଧା ଯକ୍ଷ୍ମା  ଦୂର କରିବା ଆମର ଲକ୍ଷ୍ୟ -ଜେ.ପି. ନଡ୍ଡା

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା  କହିଛନ୍ତି ଯେ ଦେଶ ଚଳିତ ବର୍ଷ ଶେଷ ସୁଦ୍ଧା ଯକ୍ଷ୍ମା  ଦୂର କରିବା ଲକ୍ଷ୍ୟ ହାସଲ କରିବା ଦିଗରେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଓଡ଼ିଶାର ପୁରୀରେ ଅନୁଷ୍ଠିତ ନବମ ଜାତୀୟ ସମ୍ମିଳନୀର ଉଦଘାଟନୀ ସମାରୋହରେ ସେ ଏହି ବକ୍ତବ୍ୟ ଦେଇଥିଲେ। ସ୍ବାସ୍ଥ୍ୟ…

ସତ୍ୟନଗର ଶ୍ମଶାନରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

ବାପାଙ୍କୁ ମୁଖାଗ୍ନୀ ଦେଲେ ବାବୁସାନ୍ । ଭୁବନେଶ୍ବରର  ସତ୍ୟନଗର ଶ୍ମଶାନରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଉତ୍ତମଙ୍କୁ ମୁଖାଗ୍ନୀ ଦେଇଛନ୍ତି ପୁଅ ବାବୁସାନ୍ ।  ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ  ସତ୍ୟନଗର  ଶ୍ମଶାନରେ ଉତ୍ତମ ମାହାନ୍ତିଙ୍କୁ ରାଷ୍ଟ୍ରୀୟ…

ଭାରତୀୟ ଷ୍ଟକ ବଜାରରେ କ୍ରମାଗତ ହ୍ରାସ

ବିଶ୍ୱ ବାଣିଜ୍ୟରେ ଅସ୍ଥିରତା ଏବଂ ଶୁଳ୍କ ଯୁଦ୍ଧ କାରଣରୁ ବିଶ୍ବର ପ୍ରମୁଖ ଷ୍ଟକ ବଜାରଗୁଡ଼ିକରେ ଅସ୍ଥିରତା ଦେଖାଦେଇଛି । ଏହାର ପ୍ରଭାବରୁ  ଭାରତୀୟ ଷ୍ଟକ ବଜାରରେ କ୍ରମାଗତ ହ୍ରାସ ଘଟୁଛି । ସପ୍ତାହର ଶେଷ କାରବାର ଦିବସ ଶୁକ୍ରବାର ସେୟାର ବଜାରରେ ଉଲ୍ଲେଖନୀୟ ହ୍ରାସ ରେକର୍ଡ କରାଯାଇଛି।…

ମସଜିଦରେ ଭୟଙ୍କର ବୋମା ବିସ୍ଫୋରଣ,୫ ମୃତ

ପାକିସ୍ତାନର ଉତ୍ତମ-ପଶ୍ଚିମ ଇଲାକାରେ ଥିବା ଏକ ମସଜିଦରେ ଭୟଙ୍କର ବୋମା ବିସ୍ଫୋରଣ ଘଟିଛି । ଏହି ବୋମା ବିସ୍ଫୋରଣରେ ୫ ପାକିସ୍ତାନୀ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ହୋଇଥିବା ସୂଚନା ମିଳିଛି । ପାକିସ୍ତାନର ଏକ ବରିଷ୍ଠ ପୋଲିସ ଅଧିକାରୀ ସ୍ଥାନୀୟ ଗଣମାଧ୍ୟମକୁ ଏହାକୁ ନେଇ ସୂଚନା…

ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ

ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ | ଉଲ୍ଲେଖ…

SEBI ର ନୂଆ ଅଧ୍ୟକ୍ଷ ହେଲେ ତୁହିନ କାନ୍ତ ପାଣ୍ଡେ

ଅର୍ଥ ଏବଂ ରାଜସ୍ୱ ସଚିବ ତୁହିନ କାନ୍ତ ପାଣ୍ଡେଙ୍କୁ ଭାରତୀୟ ସିକ୍ୟୁରିଟି ଏବଂ ବିନିମୟ ବୋର୍ଡ (SEBI)ର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତି ହୋଇଛନ୍ତି । ସେ ମାଧବୀ ପୁରୀ ବୁଚଙ୍କ ସ୍ଥାନ ନେବେ । ତାଙ୍କର କାର୍ଯ୍ୟକାଳ ଏହି ମାସରେ ଶେଷ ହେବ । ମାଧବୀ ପୁରୀ ବୁଚଙ୍କ କାର୍ଯ୍ୟକାଳ ମାର୍ଚ୍ଚ…

ପରଲୋକରେ ସୁପରଷ୍ଟାର ଉତ୍ତମ ମହାନ୍ତି

ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍‌ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି…

ଡନ୍ ୩ରେ ନଜର ଆସିବେ ରଣବୀର ସିଂଙ୍କ ସହିତ କିଆରା ଆଡଭାନୀ

ଫରହାନ ଅଖତରଙ୍କ ନୂଆ ଫିଲ୍ମ ‘ଡନ୍ ୩’କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ଏହି ଫିଲ୍ମର ପ୍ରି-ପ୍ରଡକ୍ସନ ଚଳିତବର୍ଷ ଆରମ୍ଭ ହେବ ବୋଲି ଫରହାନ କହିଛନ୍ତି । ଏହାସହିତ ଫିଲ୍ମର ହିରୋଇନ କିଏ ହେବେ, ତାହା ମଧ୍ୟ ଖୁଲାସା ହୋଇଛି । ଏହି ଫିଲ୍ମରେ ରଣବୀର ସିଂଙ୍କ ସହିତ କବୀର ସିଂ ଅଭିନେତ୍ରୀ…

ମହାକୁମ୍ଭର ସମାପନରେ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ ମୋଦି

୪୫ ଦିନ ଧରି ଚାଲିଥିବା ମହାକୁମ୍ଭରେ ୧୪୦ କୋଟି ଦେଶବାସୀଙ୍କର ଆସ୍ଥା ଏକ ସଙ୍ଗରେ ଯୋଡି ହୋଇଥିଲା । ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ଭାଗିଦାରୀ କେବଳ ଏକ ରେକର୍ଡ ନୁହେଁ, ଏହା ଆମର ସଂସ୍କୃତି ଓ ଐତିହ୍ୟକୁ ସମୃଦ୍ଧ କରିବା ପାଇଁ ଏକ ଦୃଢ ସ୍ତମ୍ଭ ଭାବେ ଉଭା ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…