ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ
ଦିଲ୍ଲୀର ଶାହଦରା ଜିଲ୍ଲାର ଆନନ୍ଦ ବିହାର ଅଞ୍ଚଳରେ ଅବସ୍ଥିତ କସମସ୍ ସ୍ପେଶାଲିଷ୍ଟ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡ ଘଟଣାର ଖବର ପାଇବା ପରେ ୮ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିବା ପରେ କର୍ମଚାରୀମାନେ ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ। ୨ଘଣ୍ଟାର ଅକ୍ଳାନ୍ତ…