ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍ସରେ ସିବିଆଇର ଚଢାଉ
ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର ଏକ…