ଶ୍ରୀରାମ ନବମୀ ତିଥିରୁ ଆରମ୍ଭ ହୋଇଛି ଶ୍ରୀକ୍ଷେତ୍ରର ଅନନ୍ୟ ପରମ୍ପରା ସାହିଯାତ
ଶ୍ରୀରାମ ନବମୀ ତିଥିରୁ ଆରମ୍ଭ ହୋଇଛି ଶ୍ରୀକ୍ଷେତ୍ରର ଅନନ୍ୟ ପରମ୍ପରା ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହିତ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ । ଏହା ହେଉଛି ଭାଇଚାରାର ପ୍ରତୀକ । ଗୋଟିଏ ସାହିରୁ ଅନ୍ୟ ଏକ ବନ୍ଧୁ ସାହିକୁ ସାହି ଯାତ ବାହାରିଥାଏ । ଏଣୁ…