ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଫାଲଗୁନ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ…