Browsing Tag

#india

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀର ନୂତନ ସରକାର ଗଠନ ହୋଇଛି। ନୂଆଦିଲ୍ଲୀ ଆସନର…

ଖବର ପ୍ରକାଶନ ପୂର୍ବରୁ ସାବଧାନ ରହୁ ଗଣମାଧ୍ୟମ : ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟ ବୁଧବାର ଏକ ମାମଲାର ଶୁଣାଣିକରି ସମାଜରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଛନ୍ତି। ୨୦୧୪ ଜୁନ୍‌ ୨୭ରେ ଏକ ପେଣ୍ଟିଂ ନିଲାମକାରୀ ସଂସ୍ଥାକୁ ନେଇ ଜାତୀୟ ସ୍ତରୀୟ ଖବରକାଗଜ ଟାଇମ୍ସ ଇଣ୍ଡିଆର ସମ୍ପାଦକୀୟରେ ଅପମାନଜନକ ଲେଖା ପ୍ରକାଶିତ…

ଆଜି ଭାରତ ଏବଂ ବାଂଲାଦେଶ ମଧ୍ୟରେ ମହାମୁକାବିଲା

ଆଜି ଚାମ୍ପିଅନ୍ସ ଟ୍ରଫିରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ମହାମୁକାବିଲା। ବାଂଲାଦେଶ ବିପକ୍ଷରେ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ । ଏଥର ୫ ସ୍ପିନରଙ୍କୁ ନେଇ ଟୁର୍ଣ୍ଣାମେଣ୍ଟକୁ ଯାଇଛି ରୋହିତ ବାହିନୀ । ଦୁବାଇରେ ଖେଳାଯିବାକୁ ଥିବା ଏହି ମୁକାବିଲା ହାଇସ୍କୋରିଂ ଓ ରୋମାଞ୍ଚକର…

ଉଦଘାଟନ ହୋଇଛି ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ନୂଆ କାର୍ଯ୍ୟାଳୟ ‘କେଶବ କୁଞ୍ଜ’

ଉଦଘାଟନ ହୋଇଛି ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ନୂଆ କାର୍ଯ୍ୟାଳୟ ‘କେଶବ କୁଞ୍ଜ’। ପ୍ରାୟ ୫ ଲକ୍ଷ ବର୍ଗ ଫୁଟରେ ନିର୍ମିତ ଏହି ଭବନରେ ଅଡିଟରିୟମ, ପୁସ୍ତକାଳୟ, ହସ୍ପିଟାଲ୍ ଓ ହନୁମାନ ମନ୍ଦିର ରହିଛି । ସାର୍ବଜନୀନ ଦାନରୁ ଏହି ଭବନର ନିର୍ମାଣ ହୋଇଛି। ଆରଏସଏସର ଏହି ନୂତନ ମୁଖ୍ୟାଳୟରେ ତିନୋଟି…

ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା

ଗତକାଲି ଅପରାହ୍ନରେ ବସିଥିବା ବିଧାୟକ ଦଳ ବେୈଠକରେ ରେଖା ଗୁପ୍ତାଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ କରାଯାଇଛି। ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପରବେଶ ବର୍ମା। ନୂଆଦିଲ୍ଲୀ ଆସନରେ କେଜ୍ରିଓ୍ବାଲଙ୍କୁ ହରାଇଥିଲେ ପରବେଶ। ଆଜି ରାମଲୀଳା ମୈଦାନରେ ଦିନ ୧୧ ଟା ବେଳେ ଅନୁଷ୍ଠିତ ହେବ…

ଦିଲ୍ଲରେ ଚାଲିବ ରେଖାଙ୍କ ରାଜ , ଆସନ୍ତା କାଲି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା

ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ନାମ ଘୋଷଣା । ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର । ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର ।…

୬ ମାସ ଭିତରେ ଆସିବାକୁ ଯାଉଛି କ୍ୟାନସର ଟିକା

ଦେଶରେ କ୍ୟାନସର ସଂଖ୍ୟା ବଢ଼ିଚାଲିଥିବା ବେଳେ ଏବେ କିଛିଟା ଆଶ୍ବସ୍ତ କଲା ଭଳି ଖବର ସାମ୍ନାକୁ ଆସୁଛି । କ୍ୟାନସର ବିରୋଧୀ ଲଢ଼େଇରେ କିଛିଟା ବଳ ମିଳିବ । କାରଣ ୬ ମାସ ଭିତରେ ଆସିବାକୁ ଯାଉଛି କ୍ୟାନସର ଟିକା । କେନ୍ଦ୍ରମନ୍ତ୍ରୀ ପ୍ରତାପରାଓ ଯାଦବ ଏକଥା କହିଛନ୍ତି। ମହିଳାଙ୍କ କ୍ଷେତ୍ରରେ…

୨୦ରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା

ଆସୁଛି ବର୍ଷା । ପୁଣି ଭିଜିବ ଓଡିଶା । ପଶ୍ଚିମାଝଡ ସହ ଟ୍ରପ୍‌ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ଫେବୃଆରୀ ୨୦ରୁ ୨୩ ତାରିଖ ଅର୍ଥାତ୍‌ ଗୁରୁବାର ଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ବୁଧବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅର୍ଦ୍ଧାଧିକ…

ଦାୟିତ୍ଵ ଗ୍ରହଣ କଲେ ଦେଶର ନୂଆ ମୁଖ୍ୟ ନିର୍ବାଚନ ଆୟୁକ୍ତ

ଦାୟିତ୍ଵ ଗ୍ରହଣ କଲେ ଦେଶର ନୂଆ ମୁଖ୍ୟ ନିର୍ବାଚନ ଆୟୁକ୍ତ(ସିଇସି)। ଆଇଏଏସ ଜ୍ଞାନେଶ କୁମାର ବୁଧବାର ୨୬ତମ ମୁଖ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଜ୍ଞାନେଶ କୁମାର ୨୦୨୪ ମସିହା ମାର୍ଚ୍ଚ ମାସରୁ ନିର୍ବାଚନ ଆୟୁକ୍ତ ଭାବେ କାର୍ଯ୍ୟରତ ଥିଲେ ଏବଂ ସୋମବାର ତାଙ୍କୁ ମୁଖ୍ୟ…

ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇର ଚଢାଉ

ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇର ୯ ଜଣିଆ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି। ନକଲି କାଗଜପତ୍ର ଦେଖାଇ ଲୋକଙ୍କୁ ଚାକିରି ଦିଆଯାଇଥିବା ଅଭିଯୋଗ ପରେ ସିବିଆଇ ଟିମ୍…