ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ହେବ ପ୍ରତ୍ୟାହୃତ,ବିଲ୍ ପ୍ରତ୍ୟାହାର ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି
ମଉଳିଲା ବିଧାୟକଙ୍କ ଦରମା ବୃଦ୍ଧି ଆଶା । ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ହେବ ପ୍ରତ୍ୟାହୃତ । ଦରମା ବିଲ୍ ପ୍ରତ୍ୟାହାର କରିବାକୁ ନୋଟିସ ଆଣିଲେ ବିଧାନସଭା ସଚିବ । ବିଲ୍ ପ୍ରତ୍ୟାହାର ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି।ବିଧାନସଭାର ଗତ ଅଧିବେଶନରେ ବିଧାୟକ, ମନ୍ତ୍ରୀଙ୍କ ଦରମା ବୃଦ୍ଧି…