Browsing Tag

#india

ଆଜି ନବଯୌବନ ଦର୍ଶନ

ଅଣସର ଘରେ ଗୋପନ ନୀତି ପରେ ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଖଡ଼ି ଲାଗି ସହ ଆଜି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଦୁଇଦିନିଆ ବନକଲାଗି ନୀତି ସଂପନ୍ନ ହୋଇଛି। ବନକଲାଗି ପରେ ମହାପ୍ରଭୁ ନବଯୌବନ ପ୍ରାପ୍ତି ହୋଇଛନ୍ତି। ୧୫ ଦିନର ଅଣସର ‌ଶେଷ କରି ଗୁରୁବାର ଶ୍ରୀବିଗ୍ରହ ଅଣସର ପିଣ୍ଡିରୁ…

ବର୍ଷିବ 3 ଦିନ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ଜାରି ରହିଛି। ଏହା ଏବେ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିଥିବା ବେଳେ ଦକ୍ଷିଣ-ପଶ୍ଚିମ ଘୂର୍ଣ୍ଣିବଳୟ ଆଡ଼କୁ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା…

ଆଜିର ରାଶିଫଳ

ମେଷ:-ଚାକିରିଜୀବୀଙ୍କ ଲାଗି ଦିନଟି ଲାଭକାରୀ ରହିବ। ଆପଣଙ୍କ ଭଲ ବ୍ୟବହାରରେ ଲୋକେ ପ୍ରଭାବିତ ହେବେ। ବେପାରରେ ଉନ୍ନତ ହେବ। ସାମାଜିକ ସ୍ତରରେ ଲୋକଙ୍କୁ ସାହାଯ୍ୟ କରିବାର ମଉକା ପାଇବେ। ବୃଷ:-ଭଗ୍ୟର ସହଯୋଗ ପାଇବା ପାଇଁ ଟିକେ ବିଳମ୍ବ ହୋଇପାରେ। ରାଜନୀତି କ୍ଷେତ୍ରରେ…

ଏଭଳି କିଛି ଖାଦ୍ୟ ଅଛି ଯାହାକୁ ଭିଜାଇ ଖାଇବା ଜରୁରୀ , ଜାଣନ୍ତୁ ତାହା କଣ

ଆପଣ ସୁସ୍ଥ ରହିବାକୁ ଚାହୁଁଛନ୍ତି କି ? ଆପଣ ନିରୋଗ ରହିବାକୁ ଚାହୁଁଛନ୍ତି କି ? କୁହାଯାଏ ମଣିଷ ଯଦି ଖାଇବା ପିଇବା ଠିକ୍ ରଖିବ ତାହାଲେ ସେ ସୁସ୍ଥ ରହିଛି । ତେବେ କିଛି ଖାଦ୍ୟ ଆମ ଶରୀର ପାଇଁ ସିଧା ସଳଖ ପ୍ରଭାବିତ କରୁଥିବା ବେଳେ କିଛି ଜିନିଷକୁ ଏମିତି ରହିଛି ଯାହାକୁ ଭିଜାଇ ଖାଇଲେ…

ଦଶମ ପରୀକ୍ଷାକୁ ନେଇ ସିବିଏସ୍‌ଇର ବଡ଼ ନିଷ୍ପତ୍ତି,୨୦୨୬ରୁ ଦୁଇଟି ପର୍ଯ୍ୟାୟରେ ହେବ ବୋର୍ଡ ପରୀକ୍ଷା

ଦଶମ ପରୀକ୍ଷାକୁ ନେଇ ସିବିଏସ୍‌ଇର ବଡ଼ ନିଷ୍ପତ୍ତି । ୨୦୨୬ରୁ ଦୁଇଟି ପର୍ଯ୍ୟାୟରେ ହେବ ବୋର୍ଡ ପରୀକ୍ଷା । ସିବିଏସ୍‌ଇ ବୋର୍ଡ ମାନଦଣ୍ଡକୁ ଦେଲା ମଞ୍ଜୁରି , ବର୍ଷକୁ ଦୁଇ ଥର ହେବ ସିବିଏସ୍‌ଇ ଦଶମ ପରୀକ୍ଷା । ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଫେବ୍ରୁଆରିରେ ହେବ । ଏହା ପରେ ମେ' ମାସରେ ହେବ…

ପୁଟିନଙ୍କ ସାହାର୍ଯ୍ୟ ନବାକୁ ମନକଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନାଟୋ ଶିଖର ସମ୍ମିଳନୀରେ ସାମିଲ ହେବାକୁ ନେଦରଲ୍ୟାଣ୍ଡ ହେଜରେ ଅଛନ୍ତି  । ହେଗ୍ ଯିବା ପୂର୍ବରୁ ଏକ ସାମ୍ବାଦିକ ସମ୍ମିଳନୀରେ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଇରାନ୍ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ବିରାମ ପାଇଁ ଋଷ ରାଷ୍ଟ୍ରପତି…

ରାଜସ୍ବ ସେବା ପାଇଁ ଉଦ୍ଦିଷ୍ଟ ଇ -ରେଜିଷ୍ଟେସନ ଆପ୍‌ ଉନ୍ମୋଚିତ

ରାଜସ୍ବ ସେବା ପାଇଁ ଉଦ୍ଦିଷ୍ଟ ଇ -ରେଜିଷ୍ଟେସନ ଆପ୍‌ର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଣିକି ଗୋଟିଏ ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ ସଂକ୍ରାନ୍ତ ସୁବିଧା ଆପ୍ ଦ୍ଵାରା କୌଣସି ସେବା କେନ୍ଦ୍ରକୁ ନ ଯାଇ ଘରେ ବସି…

ମହାକାଶ ଗଲେ ଶୁଭାଂଶୁ ଶୁକ୍ଳା

ଅପେକ୍ଷା ସରିଲା, ମହାକାଶ ମିଶନ ଆରମ୍ଭ ହେଲା । ମହାକାଶ ଗଲେ ଶୁଭାଂଶୁ ଶୁକ୍ଳା । ସ୍ପେସ୍ ଏକ୍ସର ଆକ୍ସିୟମ ମିଶନ-୪ର ସଫଳ ଉତକ୍ଷେପଣ । ନାସାର କେନେଡି ସେଣ୍ଟରରୁ ହେଲା ଉତକ୍ଷେପଣ । ଫାଲକନ୍-୯ ରକେଟ୍ ଦ୍ବାରା ହେଲା ସଫଳ ଉତକ୍ଷେପଣ । ତେବେ ଏହି ଉତକ୍ଷେପଣ ସହ ମହାକାଶକୁ ଗଲେ ଗ୍ରୁପ…

ବିବାଦୀୟ ଓ ଅଶ୍ଳୀଳ ମନ୍ତବ୍ୟ ପାଇଁ ପ୍ରମୋସନରୁ ବିଦା ହେଲେ ଅଭିନେତା ରାମ କପୁର

ଅଭିନେତା ରାମ କପୁରଙ୍କୁ ଏକ ପ୍ରମୋସନାଲ କାର୍ଯ୍ୟକ୍ରମରେ ବିବାଦୀୟ ଓ ଅଶ୍ଳୀଳ ମନ୍ତବ୍ୟ ଦେବା ମହଙ୍ଗା ପଡ଼ିଛି।  ସୂଚନାଯୋଗ୍ୟ, ରାମ କପୁର ଏବଂ ମୋନା ସିଂହ ପ୍ରମୋସନ ପାଇଁ ମୁମ୍ବାଇର ଜେଡବ୍ଲୁ ମ୍ୟାରିଅଟ୍ ହୋଟେଲରେ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମରେ ରାମ କପୁର କହିଥିବା କଥା ବିବାଦୀୟ ଥିବା…

ଭୁବନେଶ୍ବରରେ ଘର ଖଣ୍ଡିଏ ପାଇବା ଲାଗି ଲୋକମାନଙ୍କ ୫୩ ବର୍ଷର ସଞ୍ଚୟ ରାଶି ଦରକାର

ଦିନକୁ ଦିନ ଭୁବନେଶ୍ବରରେ ଘରଟିଏ ପାଇବା ସ୍ବପ୍ନରେ ପରିଣତ ହେବାରେ ଲାଗିଛି। ନ୍ୟାସନାଲ୍ ହାଉସିଂ ବୋର୍ଡ (ଏନ୍‌ଏଚ୍‌ବି), ଜାତୀୟ ନମୁନା ସର୍ବେକ୍ଷଣ କାର୍ଯ୍ୟାଳୟ (ଏନ୍‌ଏସ୍‌ଏସ୍‌ଓ), ରିଜର୍ଭ ବ୍ୟାଙ୍କ ଆଦିର ତଥ୍ୟ ଅନୁଶୀଳନରୁ ଜଣାପଡ଼ିଛି ଯେ ଭୁବନେଶ୍ବରରେ ଘର ଖଣ୍ଡିଏ ପାଇବା ଲାଗି…