Browsing Tag

#india

ଆଜି ବିଧାନସଭାର ବଜେଟ୍ ଅଧିବେଶନ, ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି

ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ଏକାଧିକ ପ୍ରସଙ୍ଗ ନେଇ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା…

ଚଳିତବର୍ଷ ପ୍ରଥମ ଥର ପାଇଁ ଭୁବନେଶ୍ବର ସହରର ତାପମାତ୍ରା ୩୫ ଡିଗ୍ରି ଟପିଛି

ଚଳିତବର୍ଷ ପ୍ରଥମ ଥର ପାଇଁ ଭୁବନେଶ୍ବର ସହରର ତାପମାତ୍ରା ୩୫ ଡିଗ୍ରି ଟପିଛି। ଏଠାରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୩୫.୪ ଡିଗ୍ରି ରେକର୍ଡ ହୋଇଛି। ଏହାବ୍ୟତୀତ ଅନୁଗୁଳରେ ୩୫.୯, ଯାଜପୁରରେ ୩୫.୨, ବରଗଡ଼ରେ ୩୫.୧, ଖୋର୍ଦ୍ଧା, ଜଗତ୍‌ସିଂହପୁର, ଝାରସୁଗୁଡ଼ା ଓ ମାଲକାନଗିରିରେ ୩୫ ଡିଗ୍ରି…

ଚିଆ ସିଡ୍ସ ଏବଂ ଲେମ୍ବୁ ପାଣି ପିଇବାର ଫାଇଦା

ଚିଆ ସିଡ୍ସ ଓ ଲେମ୍ବୁ ରସ ଖୁବ୍ ଉପକାରୀ। ଓଜନ ହ୍ରାସ କ୍ଷେତ୍ରରେ ଉଭୟଙ୍କ ଅବଦାନ ଅତୁଳନୀୟ। ଚିଆ ସିଡ୍ସ ଏବଂ ଲେମ୍ବୁ ମିଶ୍ରଣ ଶରୀର ପାଇଁ ଏକ ସୁପରଫୁଡ୍ ଭାବରେ କାର୍ଯ୍ୟ କରେ। ଏହି ଦୁଇଟି ସାମଗ୍ରୀକୁ ଏକାଠି ପିଇବା ଦ୍ୱାରା ଏହାର ପୋଷକ ତତ୍ତ୍ୱ ବହୁଗୁଣିତ ହୋଇଯାଏ। ଓଜନ ହ୍ରାସ ସହ ଆଉ କି କି…

ଆଜି ଠାରୁ ‘ଡବ୍‌ଲ୍ୟୁପିଏଲ୍‌’ର ତୃତୀୟ ସଂସ୍କରଣ ଆରମ୍ଭ

ମହିଳା କ୍ରିକେଟ୍‌ର ଆଇପିଏଲ୍ ବୋଲାଉଥିବା ‘ଡବ୍‌ଲ୍ୟୁପିଏଲ୍‌’ର ତୃତୀୟ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହେବ। ୫ ଦଳିଆ ପ୍ରତିଯୋଗିତାରେ ମୋଟ ୨୨ ମ୍ୟାଚ୍ ଖେଳାଯିବ। ଚଳିତ ଫେବ୍ରୁଆରି ୧୪ରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ କ୍ୟାପିଟାଲ୍‌ସ, ଗୁଜରାଟ ଜାଏଣ୍ଟସ୍, ମୁମ୍ବାଇ…

ରୁଦ୍ରାକ୍ଷ କେତେ ପ୍ରକାରର ଓ ଗ୍ରହ ଅନୁସାରେ କେଉଁ ରୁଦ୍ରାକ୍ଷ ଧାରଣ କରିବା ଉଚିତ୍‌ ଜାଣନ୍ତୁ

ହିନ୍ଦୁ ଧର୍ମରେ ରୁଦ୍ରାକ୍ଷର ଖୁବ୍‌ ମହତ୍ତ୍ୱ ରହିଛି । ମାନ୍ୟତା ଅନୁଯାୟୀ ରୁଦ୍ରାକ୍ଷ ଧାରଣ କରିବା ଦ୍ୱାରା ମାନସିକ ଶାନ୍ତି, ବ୍ୟବସାୟ ଓ ସ୍ୱାସ୍ଥ୍ୟ ଉତ୍ତମ ରହିଥାଏ । ଏକମୁଖୀ ରୁଦ୍ରାକ୍ଷ ଧାରଣ କରିବା ଦ୍ୱାରା ମାନସିକ ଶାନ୍ତି ମିଳିଥାଏ । ଉତ୍ତମ ସ୍ୱାସ୍ଥ୍ୟ, ସୌନ୍ଦର୍ଯ୍ୟ, ବାସ୍ତୁ ଓ…

୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡିଶାର ଭୂମିକା ରହିବ

ବିଧାନସଭାର ବଜେଟ୍ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଅଧିବେଶନ। ଜୟ ଜଗନ୍ନାଥ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି। ପ୍ରଥମ ଅଭିଭାଷଣରେ ରାଜ୍ୟ ସରକାରଙ୍କ ବିକାଶର କଥା ବଖାଣିଛନ୍ତି। କହିଛନ୍ତି ମାତ୍ର ୮ମାସରେ ମୋ ସରକାର ମାଇଲଖୁଣ୍ଟ ସୃଷ୍ଟି…

ପାରାଦୀପରେ ବିମାନବନ୍ଦର ସ୍ଥାପନ କରିବାକୁ ରାଜ୍ୟ ସରକାରଙ୍କ ଯୋଜନା

ବନ୍ଦର ସହର ପାରାଦୀପରେ ଏକ ନୂଆ ବିମାନବନ୍ଦର ସ୍ଥାପନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ସେଥିପାଇଁ ଜମି ଚିହ୍ନଟ କରିବା ଓ ଫିଜିବିଲିଟି ଷ୍ଟଡି କରିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଲୋକସେବା ଭବନରେ ମୁଖ୍ୟ  ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତୃତୀୟ ଉଚ୍ଚ…

ଆୟକର ବିଲ ଉପସ୍ଥାପନ କରିବା ପରେ ମାର୍ଚ୍ଚ ୧୦ ଯାଏଁ ଲୋକସଭା ମୁଲତବୀ ଘୋଷଣା

ଲୋକସଭା ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତ୍ତି । ଆଜି ଗୃହରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆୟକର ବିଲ ଉପସ୍ଥାପନ କରିବା ପରେ ମୁଲତବୀ ଘୋଷଣା କରାଯାଇଛି । ଆଜି ଲୋକସଭାରେ ଅର୍ଥମନ୍ତ୍ରୀ ଆୟକର ବିଲ ଉପସ୍ଥାପନ କରିଛନ୍ତି । ସେପଟେ ୱାକର୍ଫ ବୋର୍ଡ ବିଲକୁ…

ବିବାଦ ପରେ ରଣବୀର ଆହ୍ଲାବାଦିଆଙ୍କର ବ୍ରେକଅପ୍‌

ଗୋଟିଏ ପରେ ଗୋଟିଏ ବିବାଦ ପଛ ଛାଡୁନି ରଣବୀର ଆହ୍ଲାବାଦିଆ । ସେ କମେଡି ଶୋ ‘ଇଣ୍ଡିଆ ଗଟ୍ ଲାଟେଣ୍ଟ୍’ରେ ବାପା ମାଙ୍କ ଶାରୀରିକ ସମ୍ପର୍କ ରଖିବା ସମୟର ଦୃଶ୍ୟ ଦେଖିବାକୁ ଚାହିଁବେ କି କହି ଏକ କମେଡ଼ି କରିଥିଲେ। ଯାହାପରେ ଆରମ୍ଭ ହୋଇଥିଲା ବିବାଦ। ତାଙ୍କୁ ଗିରଫ କରାଯାଉ ବୋଲି ଅନେକ…

LoC ନିକଟରେ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼

ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ନିୟନ୍ତ୍ରଣ ରେଖା (LoC) ରେ ପାକିସ୍ତାନୀ ସେନା ଦ୍ୱାରା ବୁଧବାର ସନ୍ଧ୍ୟାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପ୍ରଥମେ ପାକିସ୍ତାନୀ ଯବାନମାନେ ଗୁଳି ଚଳାଇଥିଲେ। ପରେ ଭାରତୀୟ ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଛି। ତେବେ ପ୍ରାରମ୍ଭିକ ଭାବେ ଭାରତ…