Browsing Tag

#india

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ , ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ। ଏଥର ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ। ପ୍ରଥମ ଅଧିବେସନ ଆଜିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ। ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ଏବଂ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ। ସେହିପରି ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ…

ଫେବୃଆରୀରୁ ବଢିଲାଣି ତାତି, ଭୁବନେଶ୍ବରେ ପାରଦ ୩୪ ଦଶମିକ ୮ ଡିଗ୍ରୀ ରେକର୍ଡ

ଫେବୃଆରୀରୁ ବଢିଲାଣି ତାତି। ୩୫ ଡିଗ୍ରୀ ଉପରେ ୯ ସହରର ତାପମାତ୍ରା।  ଝାରସୁଗୁଡାରେ ସର୍ବାଧି ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ। ଚଳିତ ବର୍ଷର ଏହା ସର୍ବାଧିକ ତାପମାତ୍ରା।  ହେଲେ ଆଗାମୀ ୪ ଦିନରେ ରାତି ତାପମାତ୍ରା ୫ ଡିଗ୍ରୀ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଝାରସଗୁଡା ପରେ…

ଗୁରୁ ଗ୍ରହ ବୃଷ ରାଶିରେ ସିଧା ଚଳନ ଆରମ୍ଭ କରି ସାରିଛନ୍ତି, ଏହି ରାଶି ହେବେ ମାଲାମାଲ

ଫେବୃଆରୀରେ ଗୁରୁ ଗ୍ରହ ବୃଷ ରାଶିରେ ସିଧା ଚଳନ ଆରମ୍ଭ କରି ସାରିଛନ୍ତି । ଗୁରୁ ରାଶି ପରିବର୍ତ୍ତନ କରିବା ଦ୍ୱାରା ଏହାର ଶୁଭ ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ଏହାସହ ଶୁଭଫଳ ପ୍ରାପ୍ତି ହୋଇଥାଏ । ଏହାସହ ଗୁରୁ ଶୁକ୍ର ମେ’୧୪ ପର୍ଯ୍ୟନ୍ତ ପରସ୍ପର ରାଶି ପରିବର୍ତ୍ତନ…

ସିରିଜ ଜିତିଲା ଭାରତ , ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି

ଅହମ୍ମଦାବାଦରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ଜିତି ୩-୦ରେ ସିରିଜ କ୍ଲିନ ସୁଇପ କରିଛି ଟିମ ଇଣ୍ଡିଆ। ଶେଷ ମ୍ୟାଚରେ ଭାରତ ୧୪୨ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୩୫୭ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭ୍ରମଣକାରୀ ଦଳ ୩୪.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୧୪ ରନ କରିବାରେ ସମର୍ଥ…

ଇଂଲଣ୍ଡ ଦଳକୁ ୩୫୭ ରନର ବିଜୟ ଲକ୍ଷ୍ୟ ଦେଇଛି ଭାରତ

ଅହମ୍ମଦାବାଦରେ ଚାଲିଥିବା ଭାରତ-ଇଂଲଣ୍ଡ ଅନ୍ତିମ ଦିନିକିଆରେ ଭାରତ ଭ୍ରମଣକାରୀ ଇଂଲଣ୍ଡ ଦଳକୁ ୩୫୭ ରନର ବିଜୟ ଲକ୍ଷ୍ୟ ଦେଇଛି। ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ଉଇକେଟ ହରାଇ ୩୫୬ ରନ ସଂଗ୍ରହ କରିଛି। ଶୁବମନ ଗିଲଙ୍କ ଶତକ, ବିରାଟ କୋହଲି ଓ ଶ୍ରେୟସ…

ସେନାକୁ ଖୁବଶୀଘ୍ର ମିଳିବାକୁ ଯାଉଛି ଏକେ-୨୦୩ ଆସଲ୍ଟ ରାଇଫଲ୍

ଗତ କିଛି ଦିନ ପୂର୍ବରୁ ପ୍ରକାଶ ପାଇଥିଲା ଜିଏଫପି ପାୱାରଫାୟାର ଇଣ୍ଡେକ୍ସ ରିପୋର୍ଟ । ଏହି ରିପୋର୍ଟରେ ବିଶ୍ୱ ମହାଶକ୍ତି ତାଲିକାରେ ଭାରତ ୪ର୍ଥ ସ୍ଥାନ ବଜାୟ ରଖିଛି । କିନ୍ତୁ ପୂର୍ବ ଅପେକ୍ଷା ଭାରତର ଶକ୍ତି ବଢିଛି । ନୌସେନାରେ ଅତ୍ୟାଧୁନିକ ଯୁଦ୍ଧ ପୋତ, ଏବଂ ବାୟୁସେନାରେ ଶକ୍ତିଶାଳି…

ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ଯୋଗୁ ଷ୍ଟକ୍‌ ବଜାରର କାରବାର ବିଶେଷ ଭାବେ ପ୍ରଭାବିତ

ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ପୁଞ୍ଜିବଜାର ଏବଂ ଷ୍ଟକ୍‌ ମାର୍କେଟ କାରବାର ଉପରେ ପଡୁଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ପ୍ରତିଦିନ ବହୁ ଲକ୍ଷ କୋଟି ଟଙ୍କାର ନିବେଶ ହରାଉଛନ୍ତି। ଗୋଟିଏ ପଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

କନିଷ୍ଠ ଶିକ୍ଷକଙ୍କ ଦରମା ବଢିଲା

ରାଜ୍ୟର କନିଷ୍ଠ ଶିକ୍ଷକ(ସ୍କେମାଟିକ)ଙ୍କ ଦରମା ବଢିଲା। ମାସିକ ଦରମା ୧୧ ହଜାରରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ବୁଧବାର ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କୁ ଏଣିକି…

କ୍ଳିନ ସୁଇପ ଲକ୍ଷ୍ୟରେ ଭାରତ

ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ୍‌ ବୁଧବାର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍‌ରେ ଖେଳାଯିବ। ଶୃଙ୍ଖଳାକୁ ଘରୋଇ ଦଳ ୨-୦ରେ ଆଗୁଆ ଜିତି ସାରିଥିବାରୁ ଏବେ ମୂଳପୋଛ ସହ ଦୃଢ଼ ମନୋବଳ ନେଇ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଲକ୍ଷ୍ୟ ରଖିଛି। ୨୦୨୩…

ଚାମ୍ପିୟନ୍ସ ଟ୍ରଫିରୁ ବାଦ୍ ପଡିଲେ ବୁମ୍‌ରା

ଭାରତୀୟ ଦଳର ଷ୍ଟାର ପେସ୍‌ ବୋଲର ଯଶପ୍ରୀତ ବୁମରା ଆଗାମୀ ଚାମ୍ପିଅନ୍ସ ଟ୍ରଫିରୁ ବାଦ ପଡ଼ିଛନ୍ତି । ଆଜି ବିସିସିଆଇ ପକ୍ଷରୁ ଚୂଡ଼ାନ୍ତ ଦଳ ଘୋଷଣା କରାଯାଇଛି ଓ ବୁମରାଙ୍କୁ ଏହି ଦଳରୁ ବାଦ ଦିଆଯାଇଛି । ତାଙ୍କ ସ୍ଥାନରେ ଯୁବ ପେସ୍‌ ବୋଲର ହର୍ଷିତ ରାଣାଙ୍କୁ ଦଳରେ ସାମିଲ କରାଯାଇଛି । ସେହିପରି…