ଜନତା ଦିଲ୍ଲୀକୁ ଆପ୍-ଦା ମୁକ୍ତ କରିଛନ୍ତି – ମୋଦୀ
ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରୋନ୍ଦ୍ର ମୋଦୀ । ମୋଦୀଙ୍କ ସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଅଛନ୍ତି। ଗୃହମନ୍ତ୍ରୀ ଅମିତ୍ ଶାହ ମଧ୍ୟ ପହଞ୍ଚିସାରିଛନ୍ତି । ଦିଲ୍ଲୀ କାର୍ଯ୍ୟାଳରେ କର୍ମକର୍ତ୍ତାଙ୍କ ପ୍ରବଳ ଭିଡ । ବାଣ ଫୁଟାଇ ବିଜୟ ଉତ୍ସବ ପାଳିଲେ ।…