ସୋସିଆଲ ମିଡିଆ ୟୁଜର୍ସଙ୍କ ଟ୍ରୋଲ୍ର ଶିକାର ହେଉଛନ୍ତି ଉଦିତ ନାରାୟଣ
ଗାୟକ ଉଦିତ୍ ନାରାୟଣ ମଞ୍ଚରେ ଜଣେ ମହିଳାଙ୍କୁ ଚୁମ୍ବନ ଦେଇ ବିବାଦଘେରକୁ ଆସିଛନ୍ତି। ଏକ ଲାଇଭ୍ କନ୍ସର୍ଟରେ ଜଣେ ଯୁବତୀ ତାଙ୍କ ସହ ସେଲ୍ଫି ନେବା ପାଇଁ ଅନୁରୋଧ କରିଥିଲେ। ଉଦିତ୍ ଯୁବତୀ ଜଣକ ସହ ସେଲ୍ଫି ଉଠାଇ ତାଙ୍କୁ ଏକ ଚୁମ୍ବନ ଦେଇଥିଲେ। ଏହାର କିଛି ଭିଡିଓ ଏବେ ଭାଇରାଲ ହେଉଛି।…