ବାସି ପଖାଳ ଖାଇ 22 ପିଲା ଅସୁସ୍ଥ
ବାସି ଖାଦ୍ୟ ଖାଇ ୨୨ ଜଣ ଛାତ୍ରୀ ଅସୁସ୍ଥ । କେନ୍ଦୁଝର ଜିଲ୍ଲା ତେଲକୋଇ ଆଦର୍ଶ ବିଦ୍ୟାଳୟର ୨୨ ଜଣ ହଷ୍ଟେଲ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତେଲକୋଇ ବ୍ଲକ ଓରିଆ ଠାରେ ଥିବା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ଥିବା ଛାତ୍ରୀମାନେ ବାସି ପଖାଳ ଖାଇବା ପରେ ଅସୁସ୍ଥ ହୋଇଛନ୍ତି…