Browsing Tag

#india

ଭାରତ ଫେରିବ ମୁମ୍ବାଇ ଆକ୍ରମଣର ମୋଷ୍ଟ ୱାନ୍ଟେଡ ତହିବୁର ରାଣା

ମୁମ୍ବାଇ ଆକ୍ରମଣ ଦୋଷୀ ତହିବୁର ରାଣାକୁ ଭାରତ ଅଣାଯିବ । ଆମେରିକାର ସୁପ୍ରିମକୋର୍ଟ ତାଙ୍କ ପ୍ରତ୍ୟର୍ପଣକୁ ମଞ୍ଜୁରୀ ଦେଇଛନ୍ତି । ଗୋଟିଏ ପ୍ରକାରେ ଏହା ଆମେରିକୀୟ ଦରବାରରେ ଭାରତ ପାଇଁ ଏକ ବଡ଼ ବିଜୟ। ଅଗଷ୍ଟ ୨୦୨୪ରେ, ଆମେରିକାର କୋର୍ଟ ଭାରତ-ଆମେରିକା ପ୍ରତ୍ୟର୍ପଣ ଚୁକ୍ତି ଅନୁଯାୟୀ…

୯୪୨ ଯବାନଙ୍କୁ ମିଳିବ ବୀରତା ପୁରସ୍କାର

୨୦୨୫ ଗଣତନ୍ତ୍ର ଦିବସ ଅବସରରେ, ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା ଏବଂ ସଂଶୋଧନ ସେବାର ୯୪୨ ଜଣ କର୍ମଚାରୀଙ୍କୁ ବୀରତ୍ୱ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ୯୫ ଜଣ ସୈନିକଙ୍କୁ ବୀରତ୍ୱ ପଦକ, ୧୦୧ ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ, ୭୪୬ ଜଣଙ୍କୁ ପ୍ରଶଂସନୀୟ…

ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ୨୮ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶା ହେବ ଭାରତ ବର୍ଷର ଶ୍ରେଷ୍ଠ ନିବେଶ କ୍ଷେତ୍ର । ଓଡ଼ିଶାରେ ସାଢେ ୩ ଲକ୍ଷରୁ ଅଧିକ ନିଯୁକ୍ତି କ୍ଷେତ୍ର ସୃଷ୍ଟି କରିବ । ୧୦୦ରୁ ଅଧିକ ନିବେଶକାରୀ ସ୍ୱାକ୍ଷର କରିବେ ଚୁକ୍ତିପତ୍ର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜନତା ମଇଦାନରେ ସ୍ଥିତି ସମୀକ୍ଷା କରି ଏହା କହିଛନ୍ତି । ଉତ୍କର୍ଷ ଓଡ଼ିଶା…

ଚିନିଯୁକ୍ତ ମଧୁର ପାନୀୟ ପିଇ ସାରା ବିଶ୍ବରେ ପ୍ରତିବର୍ଷ ପ୍ରାୟ ୧୨ ଲକ୍ଷ ଲୋକ ହୃଦ୍‌ରୋଗ ରେ ଆକ୍ରାନ୍ତ ହେଉଛନ୍ତି

ଆମର ତୃଷା ନିବାରଣ ସହିତ ମନରେ କ୍ଷୁଧାଭାବ ଜାଗ୍ରତ କରିବା ପାଇଁ ବିଭିନ୍ନ ପ୍ରକାର ସୋଡ଼ା ଓ ଶକ୍ତିବର୍ଦ୍ଧକ ପାନୀୟ ବଜାରରେ ଉପଲବ୍‌ଧ। ମସ୍ତିଷ୍କର ଆନନ୍ଦ କେନ୍ଦ୍ରକୁ ଉତ୍‌ପ୍ରେରିତ କରିବା ପାଇଁ ସେଗୁଡ଼ିକୁ ମାତ୍ରାଧିକ ମଧୁମିଶ୍ରିତ କରାଯାଇଥାଏ। ଏଭଳି ପାନୀୟରେ ପୋଷକ ତତ୍ତ୍ବ ଅତ୍ୟନ୍ତ…

ଆଜି ଖେଳାଯିବ ଦ୍ବିତୀୟ ଟ୍ବେଣ୍ଟି – ୨୦

ଘରୋଇ ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଟ୍ବେଣ୍ଟି୨୦ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ ଆଜି ଚେନ୍ନଇର ଏମ.ଏ ଚିଦାମ୍ବରମ ଷ୍ଟାଡ଼ିୟମରେ ଖେଳାଯିବ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବାଧିନ ଭାରତ ପ୍ରଥମ ମ୍ୟାଚରେ ଉଭୟ୍ ବ୍ୟାଟିଂ ଓ ବୋଲିଂରେ ଚମତ୍କାର ପ୍ରଦର୍ଶନ ସହ ଇଂଲଣ୍ଡକୁ ୭…

ଖଣ୍ଡଗିରି ଯାତ୍ରାରେ ଅଶ୍ଲିଳ ନୃତ୍ୟ ପରିବେଷଣ କଲେ ଠେଙ୍ଗାପାହାର

ପୁଣି ସୀମା ଟପିଲେ ନିଶା ମହାରଣା, ଯାତ୍ରା ମଞ୍ଚରେ କଲେ ଅଶ୍ଲୀଳ ନୃତ୍ୟ ପ୍ରଦର୍ଶନ । କୋରାପୁଟ ବୈପାରୀଗୁଡା ସଦର ମହକୁମା ଠାରେ ଅନୁଷ୍ଠିତ ହେଉଥିବା ପାର୍ବତୀ ଗଣନାଟ୍ୟର ଯାତ୍ରା ମଞ୍ଚ ଉପରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଛନ୍ତି । ଗୁରୁବାର ରାତିରେ ଏଭଳି ଘଟଣା ଘଟିଥିବା ବେଳେ…

୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ଵାର୍ଣ୍ଣିଂ ଜାରି

ମାଘ ମାସରେ ହାଡ ଭଙ୍ଗା ଶୀତ ହୋଇଥାଏ । କିନ୍ତୁ ମାଘ ମାସରେ ଶୀତ ପରିବର୍ତ୍ତେ ରାଜ୍ୟବାସୀଙ୍କୁ କଲବଲ କଲାଣି ଘନ କୁହୁଡି ସାଙ୍ଗକୁ ଦିନର ତାପମାତ୍ରା । ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ…

ଆଜିର ରାଶିଫଳ

ମେଷ: ଆପଣଙ୍କ ପାଖକୁ ଯେଉଁ ଦାୟିତ୍ବ ଆସିବ ତାକୁ ଭଲଭାବେ ନିର୍ବାହ କରିପାରିବେ। ପଇସା ଦିଆ ନିଆରେ ସାବଧାନତା ଅବଲମ୍ବନ କରନ୍ତୁ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ‌ ବୃଷ: କାମ କରିବା ସମୟରେ ଧ୍ୟାନ ଏକତ୍ର କରନ୍ତୁ। ସରକାରୀ କାମରେ କିଛି ଲୋକଙ୍କ ସାହାଯ୍ୟ ପାଇବେ। ନୂଆ ଘର…

ଟ୍ରମ୍ପଙ୍କୁ କୋର୍ଟଙ୍କ ଝଟକା , ଜନ୍ମଜାତ ପ୍ରମାଣପତ୍ର ନେଇ ନୂଆ ନିୟମ ଉପରେ ରୋକ ଲଗାଇଛନ୍ତି କୋର୍ଟ

କ୍ଷମତାକୁ ଆସୁ ଆସୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୂଆ ନୂଆ ଆଇନ ଆଣୁଛନ୍ତି । ଯାହାକୁ ନେଇ ଆମେରିକା ସମେତ ସାରା ବିଶ୍ବର ବିତର୍କ ଆରମ୍ଭ ହୋଇଯାଇଛି । ଟ୍ରମ୍ପଙ୍କ ଦ୍ବିତୀୟ ଇନିଂସରେ ହ୍ବୂାଇଟହାଉସର କୋଠର ଆଭିମୁଖ୍ୟ ଦେଖିବାକୁ ମିଳୁଛି ।  ଓଭାଲ ଅଫିସରୁ ଟ୍ରମ୍ପ ଜାରି କରିଛନ୍ତି…

ୱାକଫ୍ ସଂଶୋଧନ ବିଲ୍ ଉପରେ ଗଠିତ ଯୁଗ୍ମ ସଂସଦୀୟ କମିଟି ବା ଜେପିସି ବୈଠକରେ ହଙ୍ଗାମା

ୱାକଫ୍ ସଂଶୋଧନ ବିଲ୍ ଉପରେ ଗଠିତ ଯୁଗ୍ମ ସଂସଦୀୟ କମିଟି ବା ଜେପିସି ବୈଠକରେ ହଙ୍ଗାମା । ଏପରି କି ପରିସ୍ଥିତି ସମ୍ଭାଳିବା ପାଇଁ ମାର୍ଶାଲ ଡକାଇବାକୁ ପଡ଼ିଥିଲା। ଜେପିସି ବୈଠକ ଗଣ୍ଡଗୋଳ ଘଟଣାରେ ଅସଦ୍ଦୁଦ୍ଦିନ ଓବିସି ଓ କଲ୍ୟାଣ ବାନାର୍ଜୀଙ୍କ ସମେତ ମୋଟ୍ ୧୦ ଜଣ ବିରୋଧୀ ସାଂସଦଙ୍କୁ ଦିନକ…