ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିସନ୍ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳକୁ ନେଇ ବିବାଦ,ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ…
ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିସନ୍ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳକୁ ନେଇ ବିବାଦ ଦେଖା ଦେଇଛି। ବର୍ତ୍ତମାନର ଅଧ୍ୟକ୍ଷ ଆଉ ଏହି ପଦରେ ରହିବା ଆଇନ ସମ୍ମତ ନୁହେଁ ବୋଲି ଦର୍ଶାଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରି ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଛନ୍ତି।…