Browsing Tag

#india

କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ଆଜୀବନ କାରାଦଣ୍ଡରେ ଦଣ୍ଡିତ

ସମଗ୍ର ଦେଶକୁ ଦୋହଲାଇ ଦେଇଥିବା କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ, କୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରଏକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପଶ୍ଚିମବଙ୍ଗର ସିଆଲଦା କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି। ଏହା ସହିତ, କୋର୍ଟ ୫୦,୦୦୦ ଟଙ୍କା ଜରିମାନା ମଧ୍ୟ…

ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ

ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ , ଭବାନୀପାଟଣା ୯.୯, ସୁନ୍ଦରଗଡ ୧୦.୨ , କେନ୍ଦୁଝରରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ…

‘ବିଗ୍ ବସ୍ ୧୮’ର ବିଜେତା ହେଲେ ଅଭିନେତା କରଣ ବୀର ମେହେରା

ଅପେକ୍ଷାର ଅନ୍ତ ହେଲା । 'ବିଗ୍ ବସ୍ ୧୮'ର ବିଜେତା ହେଲେ ଅଭିନେତା କରଣ ବୀର ମେହେରା । ଶ୍ରେଷ୍ଠ ୬ ଜଣ ଫାଇନାଲିଷ୍ଟଙ୍କୁ ହରାଇ ଟ୍ରଫି ହାତେଇଲେ କରଣ । 'ବିଗ୍ ବସ୍ ୧୮'କୁ ମିଳିଲା ନୂଆ ବିଜେତା । ସର୍ବାଧିକ ଭୋଟ ପାଇ 'ବିଗ୍ ବସ୍ ୧୮' ସିଜିନର ବିଜୟ ମୁକଟ ପିନ୍ଧିଛନ୍ତି କରଣ ବୀର ମେହେରା ।…

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ  ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି  ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ।  ୨୪ରେ ଆବାସ ପୋର୍ଟାଲର ବିଧିବଦ୍ଧ ଲଞ୍ଚ କରିବେ ରାଜ୍ୟ ସରକାର|  ଦେଢ଼ରୁ ୨…

ଶ୍ରୀମନ୍ଦିର ମଧ୍ୟରେ ଚିତ୍ର ଓ ଭିଡିଓ ଉତ୍ତୋଳନ ଘଟଣା, ତଦନ୍ତ ଆରମ୍ଭ କଲା ପୁଲିସ

ଶ୍ରୀମନ୍ଦିର ମଧ୍ୟରେ ଚିତ୍ର ଓ ଭିଡିଓ ଉତ୍ତୋଳନ ସମ୍ପୂର୍ଣ୍ଣ ନିଷେଧ ଥିଲେ ହେଁ ଗତ ୧୨ ତାରିଖରେ ଗୌରବ କୁମାର ସାହୁ ନାମକ ଜଣେ ବ୍ୟକ୍ତି ନିଜ ସୋସିଆଲ ମିଡିଆ ସାଇଟ୍‌ରେ ଏହାକୁ ସେୟାର କରି ଭାଇରାଲ୍‌ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ସମ୍ପର୍କରେ ପୁରୀ…

 ଚିଲିକାରେ ଵିରଳ ପ୍ରଜାତି ଇରାୱାଡି ଡଲଫିନ ଗଣନା ଆରମ୍ଭ

ଚିଲିକାରେ ଵିରଳ ପ୍ରଜାତି ଇରାୱାଡି ଡଲଫିନ ଗଣନା ଆରମ୍ଭ ହୋଇଛି। ସମଗ୍ର ଚିଲିକାକୁ ୩ଟି ଜୋନରେ ଭାଗ କରାଯାଇ ଗଣନା କରାଯାଉଛି। ଦକ୍ଷିଣ, ଉତ୍ତର ଓ କେନ୍ଦ୍ରୀୟ ଏଭଳି ୩ଟି ଜୋନରେ ମୋଟ ୧୮ ଟିମ୍‌ ଗଣନାରେ ସାମିଲ ହୋଇଛନ୍ତି। ପ୍ରତି ଟିମରେ ୫ ଜଣ ସଦସ୍ୟ ଅଛନ୍ତି। ସମୁଦାୟ ୯୦ ଜଣ ଗଣନାକାରୀ…

ଆଜି ଠାରୁ କୋଣାର୍କରେ ଜାତୀୟ ଖଣି ସମ୍ମିଳନୀ

ଖଣି ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସରକାରଙ୍କ ସହଯୋଗରେ ଜାନୁଆରି ୨୦ରୁ ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କୋଣାର୍କଠାରେ ୩ୟ ଜାତୀୟ ଖଣି ମନ୍ତ୍ରୀମାନଙ୍କ ସମ୍ମିଳନୀ ଆୟୋଜନ କରାଯାଉଛି। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ 'ବିକଶିତ ଭାରତ ୨୦୪୭'ର ପରିକଳ୍ପନା ଅନୁଯାୟୀ  ଆୟୋଜନ କରାଯାଉଛି । ଏଥିରେ…

ଆଜି ଠାରୁ ଡୋନାଲ୍‌ଡ ଟ୍ରମ୍ପଙ୍କ ଶାସନ ଆରମ୍ଭ ହେବ

ଆମେରିକାରେ ଆଜି ଠାରୁ ନବନିର୍ବାଚିତ ରାଷ୍ଟ୍ରପତି   ଡୋନାଲ୍‌ଡ ଟ୍ରମ୍ପଙ୍କ ଶାସନ ଆରମ୍ଭ ହେବ। ଟ୍ରମ୍ପ ଦ୍ବିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ । ପ୍ରବଳ ଶୀତ ଲହର ଚାଲିଥିବାରୁ ଟ୍ରମ୍ପ ଏକ ଇନ୍‌ଡୋର ଉତ୍ସବରେ ଶପଥଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ ବିଶ୍ୱର…

ଖୋଲିବ କି ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇଲ୍ହେ , ବ କି ସିବିଆଇ ତଦନ୍ତ?

ଖୋଲିବ କି ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇଲ୍? ଏହି ହାଇପ୍ରୋଫାଇଲ୍ ହତ୍ୟା ମାମଲାର ହେବ କି ସିବିଆଇ ତଦନ୍ତ? ୨୦୨୩ ଜାଜୁଆରୀ ୨୯ ତାରିଖରେ ତତ୍କାଳୀନ ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାର ରହସ୍ୟ ଏଯାଏଁ ଉନ୍ମୋଚିତ ହୋଇପାରିନି। ଏହି ଘଟଣାରେ ଅଭିଯୁକ୍ତ ଗୋପାଳ ଦାସ ଧରାପଡିଛି…

ଖୋ ଖୋର ପ୍ରଥମ ବିଶ୍ୱ ବିଜେତା ଦଳ ପାଲଟିଲା ଭାରତୀୟ ମହିଳା ଦଳ

ଖୋ ଖୋର ପ୍ରଥମ ବିଶ୍ୱ ବିଜେତା ଦଳ ପାଲଟିଛି ଭାରତ । ଜାନୁଆରୀ ୧୯ ତାରିଖ ରବିବାର ନୂଆଦିଲ୍ଲୀରେ ଖେଳାଯାଇଥିବା ଫାଇନାଲରେ ଭାରତୀୟ ମହିଳା ଦଳ ଏକତରଫା ଢଙ୍ଗରେ ନେପାଳକୁ ୩୮ ପଏଣ୍ଟ ବ୍ୟବଧାନରେ ସହଜରେ ପରାସ୍ତ କରି ଟାଇଟଲ ଜିତିଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ପରଠାରୁ କ୍ରମାଗତ ଭାବେ…