ବାସ ଆଉ କେଇ ଘଣ୍ଟାକୁ ଅପେକ୍ଷା , ସନ୍ଧ୍ୟାରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍
ସରିଲା ପ୍ରତୀକ୍ଷା । ଛକା ଓ ଚୌକା ବର୍ଷାରେ କମ୍ପି ଉଠିବ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମ । ବାସ ଆଉ କେଇ ଘଣ୍ଟାକୁ ଅପେକ୍ଷା । ସନ୍ଧ୍ୟା ୭ଟାରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ । ୫ ମ୍ୟାଚ୍ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ବାରବାଟୀରୁ ଆରମ୍ଭ ହେବ । ଘରୋଇ ଦଳ…