Browsing Tag

#india

ମାଟିରେ ମିଶିବ ବୈକୁଣ୍ଠ ଧାମ ଆଶ୍ରମ

ଆଜି ମାଟିରେ ମିଶିବ ବୈକୁଣ୍ଠ ଧାମ ଆଶ୍ରମ । ବୈକୁଣ୍ଠ ଧାମ ଆଶ୍ରମରେ ଆଉ ଚାଲିବନାହିଁ ଆତ୍ମଘୋଷିତ ବାବା କାଶୀନାଥଙ୍କ ଦରବାର ।  ଧର୍ମ ନାଁରେ ଆଉ ଠକିପାରିବେ ନାହିଁ ବାବା କାଶୀନାଥ । ବେଆଇନ ଭାବେ ସରକାରୀ ଜମି ଉପରେ ଗଢିଥିବା ସାମ୍ରାଜ୍ୟକୁ ମାଟିରେ ମିଶାଇବାକୁ ଯାଉଛି ବିଡିଏ ।  ଜବରଦଖଲକୁ…

ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ

ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । ତାଙ୍କର ଏହି ଗସ୍ତ ଦୁଇ ଦିନିଆ ହେବ ବୋଲି ଜଣାପଡ଼ିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ଏକ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟ ଆସିବେ । ସିଙ୍ଗାପୁରର ଜୁରଙ୍ଗ ପେଟ୍ରୋକେମିକାଲକ୍ସ କମ୍ପ୍ଲେକ୍ସ ଓ ଟୁଆସ ବନ୍ଦର ମଡେଲ୍‌ରେ…

ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ

ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ ବେତନ କମିଶନ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥିଲେ ଏବଂ ସରକାର ସେମାନଙ୍କୁ ଏହି ଉପହାର ଦେଇଛନ୍ତି। ଏଥିପାଇଁ ଖୁବ ଶୀଘ୍ର ଏକ କମିଟି…

ଆଜି ପାଳିତ ହେଉଛି ଜାତୀୟ ଷ୍ଟାର୍ଟଅପ୍ ଦିବସ

ଷ୍ଟାର୍ଟଅପ୍ ଜରିଆରେ ନୂଆ ଉଦ୍ୟୋଗୀ ସୃଷ୍ଟି କରିବାରେ ଓଡ଼ିଶା ଯଥେଷ୍ଟ ଉନ୍ନତି ହାସଲ କରିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୦୫୦ରୁ ଅଧିକ ଷ୍ଟାର୍ଟଅପ୍ ଗଠନ ହୋଇଛି। ସବୁଠୁ ଉତ୍ସାହଜନକ ବିଷୟ ହେଉଛି ୧୩୨୪ଟି ଷ୍ଟାର୍ଟଅପ୍‌ ମହିଳାଙ୍କ ନେତୃତ୍ବରେ ପରିଚାଳିତ ହେଉଛି। ପାଞ୍ଚ ବର୍ଷରେ ୫୦୦୦…

ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଗଠନ ହେବ ସ୍ଵତନ୍ତ୍ର କମିଟି , ଦୁଇରୁ ତିନି ମାସ ଭିତରେ ସରକାରଙ୍କୁ ରିପୋର୍ଟ ପ୍ରଦାନ…

ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଗଠନ ହେବ ସ୍ଵତନ୍ତ୍ର କମିଟି । ଜଣେ ହାଇକୋର୍ଟଙ୍କ ଅବସର ପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ସମସ୍ତ ନିଯୋଗ ଙ୍କ ସହ ଆଲୋଚନା କରି ନିତିକାନ୍ତି ଉପରେ ବିଚାର କରିବେ ।   ବିଭିନ୍ନ ନିଯୋଗ ପାଖରେ ଥିବା ଭିନ୍ନ ଭିନ୍ନ ସେବା ଏବଂ ରେକର୍ଡ ଯାଞ୍ଚ…

ଆସନ୍ତା ଶିକ୍ଷାବର୍ଷରୁ ଏନଇପିରେ ହେବ ପାଠପଢା, ଜାନୁଆରୀ ୨୧, ୨୨, ୨୩ ତାରିଖରେ ଏନେଇ ୱାର୍କସପ ଅନୁଷ୍ଠିତ ହେବ

ଆସନ୍ତା ଶିକ୍ଷାବର୍ଷରୁ ଏନଇପିରେ ହେବ ପାଠପଢା । ବାଲବାଟିକାରୁ ଆରମ୍ଭ ଏନଇପି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତା ସହିତ ଜାନୁଆରୀ ୨୧, ୨୨, ୨୩ ତାରିଖରେ ଏନେଇ ୱାର୍କସପ ଅନୁଷ୍ଠିତ ହେବ । ନୂଆ ଶିକ୍ଷାନୀତି ଓଡ଼ିଶାରେ ଲାଗୁ ହେଲେ, ଓଡିଶାର ସ୍କୁଲ ପାଠ…

ଚୀନ ସୀମାରେ ରୋବୋଟିକ ସେନା ମୁତୟନ କରିଛି ଭାରତ

କିଛି ମାସ ତଳେ ଖବର ଆସିଥିଲା ଯେ ଏଲଏସିରେ ଚୀନ ନିଜର ରୋବୋଟିକ୍ ଡଗ୍ ସ୍କ୍ୱାଡ୍ ମୁତୟନ କରିଛି। ଚାଇନିଜ୍ ପିଏଲଏ ଏହି ରୋବୋଟିକ୍ କୁକୁରକୁ ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡରେ ସାମିଲ କରିଥିଲା। ପିଏଲ୍ଏ ଗ୍ରାଉଣ୍ଡ ଫୋର୍ସର ମିଳିତ ସଶସ୍ତ୍ର ବ୍ରିଗେଡ୍ ର ଏକ ଅଭ୍ୟାସ ସମୟରେ ରୋବୋଟିକ୍ କୁକୁରର କିଛି…

ଦୀର୍ଘ ୪୬ ଘଣ୍ଟା ପରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ବାଭାବିକ

ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରୁ ହଟିଲା ଅଚଳାବସ୍ଥା। ଦୀର୍ଘ ୪୬ ଘଣ୍ଟା ପରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ବାଭାବିକ ହୋଇଛି। ସନ୍ଧ୍ୟା ସାଢ଼େ ୬ଟାରେ ଦିଅଁଙ୍କୁ ମହାସ୍ନାନ କରାଯିବା ପରେ ମଙ୍ଗଳ ଆଳତି ଓ ଅବକାଶ ନୀତି ସହ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଛି। ଗତ ସୋମବାର ରାତି ୮ଟାରୁ…

ଉଦୟଗିରି-ରତ୍ନଗିରିରେ ଆରମ୍ଭ ହୋଇଛି  ବିଶ୍ୱ ବୌଦ୍ଧ ସମ୍ମିଳନୀ

ଉଦୟଗିରି-ରତ୍ନଗିରିରେ ଆରମ୍ଭ ହୋଇଛି  ବିଶ୍ୱ ବୌଦ୍ଧ ସମ୍ମିଳନୀ । ୧୭ଟି ଦେଶର  ପ୍ରାୟ ୧,୫୦୦ ଧର୍ମାବଲମ୍ବୀଙ୍କ ଯୋଗଦାନ କରିଛନ୍ତି  ।  ଏହି ବିଶ୍ବ ସମ୍ମଳନୀର ଲକ୍ଷ୍ୟ ହେଉଛି ଦେଶରେ ଶାନ୍ତି ଏତିହ୍ୟ ବଜାୟ ରଖିବା , ସମସ୍ତଙ୍କୁ ଗୋଟିଏ ପ୍ରେମ ସ୍ନେହ ରେ ବାନ୍ଧି ରଖି ଆଗକୁ ନେବା , ଯାଜପୁର…

ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ

ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ କରାଯାଇଛି। ମୁମ୍ବଇର ବାନ୍ଦ୍ରାସ୍ଥିତ ବାସଭବନରେ ଥିବାବେଳେ ଦୁର୍ବୃତ୍ତ ଘରେ ପଶି ତାଙ୍କୁ ଆକ୍ରମଣ କରିଛି। ୨/୩ ଥର ତାଙ୍କୁ ଛୁରାମାଡ଼ କରାଯାଇଛି। ଘଟଣା ପରେ ସୈଫଙ୍କୁ ସ୍ଥାନୀୟ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କ୍ଷତ ସ୍ଥାନରେ ଅପରେସନ…