ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି।
ବୈଠକ ପରେ ମୁଖ୍ୟମନ୍ତ୍ରୀ ‘X’ରେ ପୋଷ୍ଟ…