ଫେବୃଆରୀ ୨୭ରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ପୋର୍ଟାଲରେ ଆବେଦନ କରିବେ ଛାତ୍ରଛାତ୍ରୀ
ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଵିଜ୍ଞପ୍ତି ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗ ଏନେଇ ନୂଟିସ ଜାରି କରିଛି। ଏବର୍ଷ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛି ବିଭାଗ।
ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ…