କୋର୍ଟକୁ ବୋମା ଧମକ: ଘଟଣାର ତଦନ୍ତ କରି ଏହାର ସତ୍ୟାସତ୍ୟ ଅନୁସନ୍ଧାନ କରିବାକୁ ଉଚ୍ଚପଦସ୍ତ ଅଧିକାରୀମାନଙ୍କୁ…
ସମ୍ବଲପୁର, କଟକ ଓ ଦେବଗଡ ଆଦି ବିଭିନ୍ନ ସ୍ଥାନର ଜିଲ୍ଲାସ୍ତରୀୟ କୋର୍ଟକୁ ବୋମା ଧମକ ଆସିଥିବା ଖବରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ବେଗ ପ୍ରକାଶ କରିବା ସହିତ ଘଟଣାର ତଦନ୍ତ କରି ଏହାର ସତ୍ୟାସତ୍ୟ ଅନୁସନ୍ଧାନ କରିବାକୁ ଉଚ୍ଚପଦସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ…