Browsing Tag

#india

ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି

ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ପାଇଁ ଦର୍ଶକଙ୍କ ମଧ୍ୟରେ ପ୍ରବକ ଉତ୍କଣ୍ଠା । ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି । ଏହି ମ୍ୟାଚରେ ବାରବାଟୀ ଷ୍ଟାଡିୟମ୍‌ରେ ପ୍ରଥମ ଥର ଓପନ୍‌ କନସର୍ଟ ଅନୁରୂପ ଅନୁଭୂତି ନେବେ…

ଦକ୍ଷିଣରୁ ଉତ୍ତର ଓଡ଼ିଶା, ପଶ୍ଚିମରୁ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ଶୀତ

ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି। ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଛି। ଦକ୍ଷିଣରୁ ଉତ୍ତର ଓଡ଼ିଶା, ପଶ୍ଚିମରୁ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ଶୀତ ପଡୁଛି। ବିଶେଷକରି କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ,…

ଆଜିର ରାଶିଫଳ

ଯାହା ବି କାମ କରିବେ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା କରିଦେବେ। ନୂଆ ବ୍ୟବସାୟ ଆରମ୍ଭ କରିବାରେ ବଡ଼ଭାଇର ସହଯୋଗ ପାଇବେ। ବ୍ୟସ୍ତ ବହୁଳ ଜୀବନରୁ ପିଲାଙ୍କ ପାଇଁ ସମୟ ବାହାର କରନ୍ତୁ। ‌ ବୃଷ: ଜୀବନସାଥୀର ପ୍ରତ୍ୟେକ କଥାକୁ ବୁଝିବାକୁ ଚେଷ୍ଟା କରିବେ। ଘର ଲୋକଙ୍କ ସାହାଯ୍ୟରେ ଆପଣଙ୍କ…

ଯାତ୍ରୀମାନଙ୍କୁ ୬୧୦ କୋଟି ଟଙ୍କା ଫେରସ୍ତ କରିଛି ଇଣ୍ଡିଗୋ

ଲଗାତାର ୬ ଦିନ ହେଲା ଇଣ୍ଡିଗୋ ସଂକଟ ଜାରି ରହିଛି । ଦେଶର ସର୍ବବୃହତ୍ତ ବିମାନ କମ୍ପାନୀ ଇଣ୍ଡିଗୋ ଆଜି (ରବିବାର) ୬୫୦ଟି ଉଡ଼ାଣ ବାତିଲ କରିଛି । ନିର୍ଦ୍ଧାରିତ ୨୩୦୦ ଘରୋଇ ଏବଂ ଅନ୍ତର୍ଜାତୀୟ ଉଡ଼ାଣ ମଧ୍ୟରୁ କମ୍ପାନୀ ୧୬୫୦ଟି ଉଡ଼ାଣ ପରିଚାଳନା କରୁଛି। ଏହି ସମୟରେ, ରବିବାର ବେସାମରିକ…

ବାରବାଟୀ ଲଢେଇ ଉପରେ ନଜର

ଟ୍ବେଣ୍ଟି-୨୦ ପାଇଁ ଶନିବାର ଉଭୟ ଦଳର ସମସ୍ତ ଖେଳାଳି ଭୁବନେଶ୍ବରରେ ପହଞ୍ଚିବେ। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକାର ୫ଜଣ ଖେଳାଳି ଡୋନାଭାନ ଫେରେଇରା, ରିଜା ହେଣ୍ଡ୍ରିକ୍ସ, ଡେଭିଡ୍‌ ମିଲର, ଜର୍ଜ ଫେଡ୍ରିକ୍‌ ଲିଣ୍ଡେ, କ୍ବେନାମ ସେଗୋଫାଟ୍‌ସୋ ଗତକାଲି ଭୁବନେଶ୍ବରରେ ପହଞ୍ଚିଥିଲା ବେଳେ…

ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା

ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭ ରେକର୍ଡ କରାଯାଇଛି। ଭୂମିକମ୍ପଟି ପ୍ରାୟ ୧୦ କିଲୋମିଟର ଗଭୀରତାରେ ଅନୁଭୂତ ହୋଇଥିଲା । ଭୂମିକମ୍ପ ହେବା ସମୟରେ ସ୍ତାନୀୟ ଲୋକେ ଭୟଭୀତ ହୋଇ ଘରୁ…

ହାତକୁ ଦୁଇ ହାତ ହେଲେ ଟେଲିଭିଜନ ଅଭିନେତ୍ରୀ ସାରା ଖାନ୍

ଟେଲିଭିଜନ ଅଭିନେତ୍ରୀ ସାରା ଖାନ୍ ଏବେ ହାତକୁ ଦୁଇ ହାତ ହୋଇଛନ୍ତି । ଟିଭି ସିରିଏଲ 'ବିଦାୟୀ'ର ଅଭିନେତ୍ରୀ କୋର୍ଟ ମ୍ୟାରେଜ୍ ପରେ, "ରାମାୟଣ"ରେ ଲକ୍ଷ୍ମଣ ଭୂମିକା ନିଭାଇଥିବା ସୁନୀଲ ଲାହିରୀଙ୍କ ପୁଅ କ୍ରିସ ପାଠକଙ୍କୁ ବିବାହ କରିଛନ୍ତି । ସାରାଙ୍କ ଏହି ବିବାହ ହିନ୍ଦୁ ରୀତିନୀତିରେ…

ଭୁବନେଶ୍ବରରେ ଖୋଲିବ ୨ ନୂଆ ତହସିଲ ଅଫିସ୍‌

ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ ଲାଗିବା ପରେ ସରକାରଙ୍କ ପକ୍ଷରୁ ଆଉ ୨ ନୂଆ ତହସିଲ ଖୋଲିବା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକ‌ା‌ଶ ପରେ ବର୍ତ୍ତମାନ…

ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ ପ୍ରକୋପ ବଢ଼ିଛି

ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ ପ୍ରକୋପ ବଢ଼ିଛି। ପାହାଡ଼ିଆ ଏବଂ ସମତଳ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଅପରାହ୍ଣ ୪ଟା ବାଜିଲେ ଶୀତ ମାଡ଼ି ଆସୁଛି। ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ପ୍ରାୟ ଅଞ୍ଚଳରେ ରାତି ତାପମାତ୍ରା…

ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କୁ ଉନ୍ନତି ଦେବ। କଠିିନ ପରିସ୍ଥିତିରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ବାପାମାଆ ପିଲାଙ୍କର ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଚିନ୍ତା କରିବେ। ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବେପାରୀବର୍ଗକୁ ଧନଲାଭ ହେବ। କୌଣସି ପ୍ରକାର ବିବାଦ ଠାରୁ ଦୂରରେ ରହନ୍ତୁ। ଆପଣ ଆଶା କରିଥିବା…