ଟି-୨୦ ବିଶ୍ୱକପ: ଭାରତ ତାର ଚୀର ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ପରାଜିତ କରିଛି
ଟି-୨୦ ବିଶ୍ୱକପରେ ଭାରତ ତାର ଚୀର ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ପରାଜିତ କରିଛି । ଏହି ମ୍ୟାଚରେ ଭାରତ ପାକିସ୍ତାନକୁ ୬୦ ରନରେ ହରାଇଛି । ଭାରତ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ ହରାଇ ୧୭୫ ରନ୍ କରିଥିଲା । ୧୭୬ ରନର ପିଛା କରି ଦ୍ୱିତୀୟ ଇନିଂସରେ ପାକିସ୍ତାନ ବ୍ୟାଟିଂ ବିପର୍ଯ୍ୟୟର…