ପରାଜୟର କାରଣ କହିଲେ ନବୀନ
ବିଜେଡି ପ୍ରତିଷ୍ଠା ଦିବସରେ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ବାର୍ତ୍ତା ଜାରି କରି ନବୀନ କହିଛନ୍ତି, ଦଳ ଗଠନ ବେଳେ କିଛି ନିନ୍ଦୁକ ଯେପରି କହିଥିଲେ ଏହି ଦଳର ଭବିଷ୍ୟତ ନାହିଁ ଏବେ ବି ସେମିତି କହୁଛନ୍ତି ଏ ଦଳ ରହିବ…