ଇରାନରେ ଶାସନ ପରିବର୍ତ୍ତନ ହିଁ ସବୁଠୁ ଭଲ କଥା -ଡୋନାଲ୍ଡ ଟ୍ରମ୍ପ
ଇରାନ ସହ ଚାଲିଥିବା ପରମାଣୁ ଆଲୋଚନା ମଧ୍ୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ଼ ବୟାନ ଦେଇଛନ୍ତି । ଟ୍ରମ୍ପ ଇରାନରେ ଶାସନ ପରିବର୍ତ୍ତନ ହିଁ ସବୁଠୁ ଭଲ କଥା ହେବ ବୋଲି କହିଛନ୍ତି । ସେ କହିଛନ୍ତି, ଆମେ ଇରାନ ଅଭିମୁଖେ ଏକ ବଡ଼ କ୍ୟାରିୟର ଗ୍ରୁପ ପଠାଇଛୁ । ମୁଁ ଡିଲ୍ କରିବାକୁ ଚାହୁଁଛି,…