ସତ୍ୟ, ଅହିଂସା ଓ ଶାନ୍ତିର ବାର୍ତ୍ତା ଦେଇଥିବା ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ଆଜି ପୁଣି ମନେ ପକାଉଛି ସାରା ଦେଶ
ବାପୁଙ୍କୁ ମନେ ପକାଉଛି ଦେଶ । ଆଜି ଗାନ୍ଧୀ ଜୟନ୍ତୀ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଜୟନ୍ତୀ। ଦେଶବ୍ୟାପୀ ବାପୁଙ୍କୁ ଶ୍ରଦ୍ଧା ଓ ସମ୍ମାନର ସହ ସ୍ମରଣ କରାଯାଉଛି । ସତ୍ୟ, ଅହିଂସା ଓ ଶାନ୍ତିର ବାର୍ତ୍ତା ଦେଇଥିବା ମହାତ୍ମା ଗାନ୍ଧୀଙ୍କ ଆଦର୍ଶକୁ ଆଜି ପୁଣି ମନେ ପକାଉଛି ସାରା ଦେଶ…