Browsing Tag

#india

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ହରିବାବୁ କାମ୍ଭମପତି

ବଦଳିଲେ ଓଡ଼ିଶାର ରାଜ୍ୟପାଳ । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ହରିବାବୁ କାମ୍ଭମପତି । ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କାମ୍ଭମପତି । ପୂର୍ବରୁ ସେ ଆନ୍ଧ୍ରରେ ବିଜେପି ରାଜ୍ୟ ସଭାପତି ଥିଲେ । ୨୦୧୪ରୁ ବିଶାଖାପାଟଣାରୁ ଲୋକସଭାକୁ ନିର୍ବାଚିତ ମଧ୍ୟ ହୋଇଥିଲେ ।

ମନାଲିରେ ପ୍ରବଳ ବର୍ଷା, ତୁଷାରପାତରେ ଫସିଲା ପର୍ଯ୍ୟଟକଙ୍କ ଗାଡ଼ି

ହିମାଚଳ ପ୍ରଦେଶ ମନାଲିରେ ପ୍ରବଳ ମାତ୍ରାରେ ବର୍ଷା ହେବା ଫଳରେ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବର୍ଷା ହେତୁ ସୋଲାଙ୍ଗ ଭ୍ୟାଲିରୁ ଅଟଳ ଟନେଲ ମଧ୍ୟରେ ଶତାଧିକ ଗାଡ଼ି ଫସିରହଛି। ଏହାରି ମଧ୍ୟରେ ୭ ଶହ ପର୍ଯ୍ୟଟକଙ୍କୁ ପୁଲିସ ଉଦ୍ଧାର କରି ସାରିଥିବା ସୂଚନା ରହିଛି। ପ୍ରବଳ…

ଅଟୋମୋବାଇଲ୍ ଦୁନିଆରେ ଏକ ବୃହତ୍‌ ମିଶ୍ରଣ, ହୋଣ୍ଡା-ନିସାନ-ମିତସୁବିସିର ମିଶ୍ରଣ ହେବ

ଅଟୋମୋବାଇଲ୍ ଦୁନିଆରେ ଏକ ବୃହତ୍‌ ମିଶ୍ରଣ ହେବାକୁ ଯାଉଛି। ଜାପାନର ତିନି ଗାଡ଼ି ନିର୍ମାତା ହୋଣ୍ଡା ମୋଟର କମ୍ପାନି, ନିସାନ ମୋଟର ମଧ୍ୟରେ ମିଶ୍ରଣକୁ ନେଇ ଆନୁଷ୍ଠାନିକ ଭାବେ କଥାବାର୍ତ୍ତା ଆରମ୍ଭ ହୋଇଛି। ଏଥିରେ ଅନ୍ୟତମ ଗାଡ଼ି ନିର୍ମାତା ମିତ୍‌ସୁବିସି ମଧ୍ୟ ଯୋଡ଼ି ହୋଇଛି। ମିଶ୍ରଣ…

୨୮ରୁ ଓଡ଼ିଶାରେ ପୁଣି ହକି ଇଣ୍ଡିଆ ଲିଗ

ହକି ଇଣ୍ଡିଆ ଲିଗ୍ ମ୍ୟାଚର ଚମକରେ ଚମକିବ ରାଉରକେଲା ସମେତ ସୁନ୍ଦରଗଡ଼ । ଖୁବଶୀଘ୍ର ମୈଦାନକୁ ଓହ୍ଲାଇବେ ୮ଟି ଭାରତୀୟ ପୁରୁଷ ହକି ଦଳର ଖେଳାଳି ସାଙ୍ଗକୁ ବିଦେଶୀ ଖେଳାଳୀ । ବଲିଉଡ ତାରକାଙ୍କୁ ନେଇ ରଙ୍ଗାରଙ୍ଗ ସାଂସ୍କୃତିକ ମହୋତ୍ସବ ସହିତ ଶୁଭାରମ୍ଭ ହେବ ବୋଲି କହିଛନ୍ତି ହକି ଇଣ୍ଡିଆ…

ମାଓବାଦୀଙ୍କ ଆକ୍ରମଣରେ ୨ କୋବ୍ରା ଯବାନ ଆହତ

ଛତିଶଗଡ଼ ସୁକମା ଜିଲ୍ଲା ଥାନା ଚିନ୍ତଲନାର ଅଞ୍ଚଳରେ ଯବାନ – ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳି ବିନିମୟରେ କୋବ୍ରାର ୨ ଯବାନର ଆହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ର ସୁକମା ଜିଲ୍ଲାରେ ସୁରକ୍ଷା କର୍ମୀ କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ। CRPFର 206…

ନୋଟିସ୍ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଚିକଡପଲ୍ଲୀ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସମନ ପରେ ଅଲ୍ଲୁ ମଙ୍ଗଳବାର ହାଇଦ୍ରାବାଦ ପୋଲିସ ନିକଟରେ ହାଜର…

ଦାଉଦ ଇବ୍ରାହିମର ଭାଇ ଘରେ ଇଡି

ଭାରତର ମୋଷ୍ଟ ୱାଣ୍ଟେଡ ଆତଙ୍କୀ ଦାଉଦ ଇବ୍ରାହିମର ଭାଇ ଇକବାଲ କାସକର ଘରେ ପଶିଲା ଇଡି । ମନି ଲଣ୍ଡ୍ରିଂ ମାମଲାରେ ଏହି ରେଡ କରି କାସକରର ଗୋଟିଏ ଫ୍ଲାଟକୁ ଜବତ କରିଛି । ଏହି ଫ୍ଲାଟଟି ପୁଣେରେ ରହିଛି । ଖାଲି କାସକର ନୁହେଁ ତାର ସହଯୋଗୀ ଘରେ ମଧ୍ୟ ରେଡ କରୁଛି ଇଡି । ଦାଉଦ ଭାରତ…

କେବିସି ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ

ଆଜି ଖ୍ରୀଷ୍ଟମାସର ପୂର୍ବରୁ କ୍ୟାଥୋଲିକ୍ ବିଶପ୍ସ କନଫରେନ୍ସ ଅଫ୍ ଇଣ୍ଡିଆ (କେବିସି) ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ | ସ୍ମରଣୀୟ ହେବାକୁ ଯାଉଛି କାରଣ କେବିସି ଏହାର 80 ତମ ବାର୍ଷିକୀ ପାଳନ କରିବାକୁ ଯାଉଛି ତେଣୁ ଏହା ଏକ ସ୍ମରଣୀୟ ମୁହୁର୍ତ ଏବଂ…

କଟକରେ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉଦଘାଟିତ

ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକର ବେଲ୍ ଭ୍ୟୁ ଛକରେ ଉଦଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ…

 ଭୁବନେଶ୍ୱରରେ ବଢିଛି କୁକୁର ଆତଙ୍କ,ଖୁବଶୀଘ୍ର କୁକୁର ବନ୍ଧ୍ୟାକରଣ ଆରମ୍ଭ – ମେୟର ସୁଲୋଚନା ଦାସ

ଭୁବନେଶ୍ୱରରେ ବଢିଛି କୁକୁର ଆତଙ୍କ । ବଢୁଥିବା କୁକୁରଙ୍କ ସଂଖ୍ୟା ପାଇଁ ବିଭିନ୍ନ ପ୍ରକାର ସମସ୍ୟା ଉପୁଜୁଛି । କୁକୁରଙ୍କ କାରଣରୁ ରାଜଧାନୀରେ ଦୁର୍ଘଟଣା ମଧ୍ୟ ବଢୁଛି । ଅନେକ ସମୟରେ ଏପରି ମଧ୍ୟ ଦେଖାଯାଇଛି କି, ରାଜଧାନୀ ଗଳି କନ୍ଦିରେ କୁକୁର ମାନେ ଲୋକଙ୍କ ଉପରେ ଆକ୍ରମଣ କରିଥାନ୍ତି ।…