କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଗୁରୁବାର ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ…