Browsing Tag

#india

ପଦ୍ମ ଧରିବେ ଛଗନ ଭୁଜବଳ

ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ଖୁବ୍‌ ଆଲୋଚନା ହେଉଛି।…

୩ ଅଭିଯୁକ୍ତ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର୍‌

ପଞ୍ଜାବର ଗୁରୁଦାସପୁର ଜିଲ୍ଲାର ପୁଲିସ୍‌ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୩ ଅଭିଯୁକ୍ତ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ଡିସେମ୍ବର ୨୩ ତାରିଖ (ସୋମବାର) ଏନ୍‌କାଉଣ୍ଟ୍‌ର କରାଯାଇଛି। ଉତ୍ତରପ୍ରଦେଶର ପିଲିବିଟ୍ ଜିଲ୍ଲାରେ ପୁଲିସ୍ ଗୁଳିରେ ସୋମବାର ସକାଳୁ ସକାଳୁ ଖାଲିସ୍ତାନୀ ଆତଙ୍କବାଦୀମାନେ…

ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ିଦର୍ଶନ

ଶ୍ରୀମନ୍ଦିର ନାଟମଣ୍ଡପରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ିଦର୍ଶନ। ଏଥିପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିମିଟେଡ୍‌ (ଓବିସିସି) ପକ୍ଷରୁ ନାଟମଣ୍ଡପରେ ୬ଥାକିଆ କାଠରୢାମ୍ପ୍‌ ନିର୍ମାଣ ଆରମ୍ଭ ହୋଇଛି। ଶନିବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.…

ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ପାଇବାକୁ ମନୋନୀତ…

ସାଧାରଣତନ୍ତ୍ର ଦିବସ: ବାଦ ପଡ଼ିଲା ଓଡ଼ିଶା ପ୍ରଜ୍ଞାପନ ମେଢ

ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡରେ ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଜ୍ଞାପନ ମେଢ ଭାଗ ନେବାକୁ ମନୋନୀତ ହୋଇଛନ୍ତି। ୨୦୨୫ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପରେଡ ପାଇଁ ମନୋନୀତ ହୋଇଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଜ୍ଞାପନ ମେଢଗୁଡିକ ହେଲା ବିହାର, ଚଣ୍ଡିଗଡ,…

୨୪ତାରିଖରୁ ପୁଣି ବର୍ଷା

ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଗତ ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଉ ଏକ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ତାରିଖରୁ ପୁଣି ବର୍ଷା ହୋଇପାରେ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଶ୍ରୀ ଦାସ ଉଲ୍ଲେଖ କରିଛନ୍ତି,…

ପରଲୋକରେ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି

ପରଲୋକରେ ଭୁବନେଶ୍ବର-ମଧ୍ୟର ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । ଆଜି ତାଙ୍କର ନିଧନ ହୋଇଛି। ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। ସେ ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ…

କୌଣସି ସଫଳତା ପାଇଁ ନୁହେଁ, ବରଂ ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଲୋକେ ଖୋଜିଛନ୍ତି – ଅଭିନେତ୍ରୀ ହିନା ଖାନ୍

୨୦୨୪ ମସିହାରେ ଗୁଗଲ୍‌ରେ ସବୁଠାରୁ ଅଧିକ ଖୋଜା ଯାଇଥିବା ବା ସର୍ଚ କରାଯାଇଥିବା ୧୦ କଳାକାରଙ୍କ ମଧ୍ୟରେ ଅଭିନେତ୍ରୀ ହିନା ଖାନ୍ ରହିଛନ୍ତି। ନିକଟରେ ଗୁଗଲ୍‌ ପକ୍ଷରୁ ପ୍ରକାଶିତ ତାଲିକାରେ ତାଙ୍କ ନାମ ସହିତ ଅଭିନେତ୍ରୀ ନିମ୍‌ରତ୍‌ କୌର୍‌ ଓ ଅଭିନେତା ପବନ କଲ୍ୟାଣଙ୍କ ନାମ ରହିଛି। ଏନେଇ…

ବୀମା ଉପରେ ଟିକସ ହ୍ରାସ ନିଷ୍ପତ୍ତି ଘୁଞ୍ଚିଲା

ରାଜସ୍ଥାନର ଜୈସଲମେରରେ ଅନୁଷ୍ଠିତ ଜିଏସ୍‌ଟି ପରିଷଦର ୫୫ତମ ବୈଠକରେ ଆଜି କେତେଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରିଟେଲର ଓ ଅନ୍ୟମାନଙ୍କ ଦ୍ବାରା ପ୍ରଦାନ କରାଯାଉଥିବା ଗିଫ୍ଟ ଭାଉଚରକୁ ଜିଏସ୍‌ଟି ପରିସର ବାହାରେ ରଖାଯାଇଛି। ବ୍ୟବସାୟ ପ୍ରତିଷ୍ଠାନ କିଣୁଥିବା ୟୁଜଡ୍‌ ବା…

କୋହଲା ପାଗ , ଆଜିର ପଥୋତ୍ସବ ସ୍ଥଗିତ

କୋହଲା ପାଗ ଏବଂ ବର୍ଷା କାରଣରୁ ଆଜି ହେବାକୁ ଥିବା ପଥୋତ୍ସବକୁ ସ୍ଥଗିତ ରଖାଯାଇଥିବା  ବିଏମସି ପକ୍ଷରୁ ସୂଚନା ମିଳିଛି। ମାଷ୍ଟର କ୍ୟାଣ୍ଟିନରୁ ରାମ ମନ୍ଦିର ପର୍ଯ୍ୟନ୍ତ ୨୨, ୨୯ ଏବଂ ଜାନୁଆରୀ ୫ ତାରିଖରେ ପଥୋତ୍ସବ ଅନୁଷ୍ଠିତ ହେବା ନେଇ ବିଏମସି ପକ୍ଷରୁ ସ୍ପଷ୍ଟ କରାଯାଇଥିଲା। କିନ୍ତୁ ଆଜି…