ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟରେ ବଦଳିବ ନବମ ଶ୍ରେଣୀର ପାଠ୍ୟପୁସ୍ତକ
ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟରେ ବଦଳିବ ନବମ ଶ୍ରେଣୀର ପାଠ୍ୟପୁସ୍ତକ । ଜାତୀୟ ଶିକ୍ଷାନୀତି ୨୦୨୦, ଜାତୀୟ ପାଠ୍ୟଚର୍ଯ୍ୟା ଢାଞ୍ଚା ୨୦୨୩ ଏବଂ ଓଡ଼ିଶା ପାଠ୍ୟଚର୍ଯ୍ୟା ଢାଞ୍ଚା ୨୦୨୫ ସହ ସମନ୍ୱୟ ରଖି ଏହି ପରିବର୍ତ୍ତନ ହେଉଛି । ଏନେଇ ଆଜି କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ…