Browsing Tag

#india

ଏପ୍ରିଲ୍ ମାସରେ ଜିଏସଟି ସଂଗ୍ରହ ସର୍ବକାଳୀନ ରେକର୍ଡ ୨.୩୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି

ନିକଟରେ ସମାପ୍ତ ଏପ୍ରିଲ୍ ମାସରେ ଜିଏସଟି ସଂଗ୍ରହ ସର୍ବକାଳୀନ ରେକର୍ଡ ୨.୩୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି । ଗୁରୁବାର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଜାରି ଜିଏସଟି ତଥ୍ୟରୁ ଏହା ଜଣାପଡ଼ିଛି ।  ଜିଏସଟି ସଂଗ୍ରହର ଅଭିବୃଦ୍ଧି ୧୨.୬ ପ୍ରତିଶତ ରେକର୍ଡ କରାଯାଇଛି, ଯାହା ୧୭ ମାସ ମଧ୍ୟରେ…

ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…

୩୫ବଲରେ ଶତକ ହାସଲ କରି ସମସ୍ତଙ୍କୁ ଚକିତ କରି ଦେଇଛନ୍ତି ବୈଭବ ସୂର୍ଯ୍ୟବଂଶୀ

ଆଇପିଏଲ ଇତିହାସର ସବୁଠାରୁ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ  ତାଙ୍କ ବୟସ ଏବଂ ରେକର୍ଡ ପାଇଁ ଚର୍ଚ୍ଚାର ପରିସରରେ ରହିଛନ୍ତି। ରାଜସ୍ଥାନ ରୟାଲ୍ସରେ ସାମିଲ ହୋଇଥିବା ୧୪ବର୍ଷୀୟ ବୈଭବଙ୍କ ନାମ ଏବେ ପ୍ରତ୍ୟେକ କ୍ରିକେଟ ପ୍ରେମୀଙ୍କ ଓଠରେ ଅଛି। ବୈଭବ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ୩୫ବଲରେ ଶତକ…

ଅକ୍ଷୟ ତୃତୀୟା ଅବସରରେ ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି…

ଆଜି ହେଉଛି ଅକ୍ଷୟ ତୃତୀୟା। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସର‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି। ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି…

ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ ହେବ

ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ସରକାର ଆଜି ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଏ ନେଇ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଓ…

ଶ୍ରୀକ୍ଷେତ୍ରରେ ମହା ଆଡ଼ମ୍ବରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦିତ

ଶ୍ରୀକ୍ଷେତ୍ରରେ ମହା ଆଡ଼ମ୍ବରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦିତ ହୋଇଛି । ବୈଶାଖ ଶୁକ୍ଳ ତୃତୀୟା ଅର୍ଥାତ୍ ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ବିଧି ମୁତାବକ ରଥ କାର୍ଯ୍ୟ ପାଇଁ ଆନୁଷ୍ଠାନିକ ଭାବେ ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି ।  ସନାତନ ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ…

ଓପିଏସ୍‌ସି ର ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜି ପରୀକ୍ଷା ପୁଣି ଥରେ ଆୟୋଜନ ହେବ

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ୍ ସେବା ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜି ପରୀକ୍ଷା ପୁଣି ଥରେ ଆୟୋଜନ ହେବ। ଏହି ପରୀକ୍ଷା ଆସନ୍ତା ୧୪ ତାରିଖରେ କରାଯିବ ବୋଲି ଓପିଏସ୍‌ସି କର୍ତ୍ତୃପକ୍ଷ ତରଫରୁ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଓପିଏସ୍‌ସି…

ଖୁବ୍ ଶୀଘ୍ର ଫିଲ୍ମ ଇଣ୍ଡଷ୍ଟ୍ରିକୁ ‘ବାଏ ବାଏ’ କରିବାକୁ ପଡିବ – ଅଭିନେତ୍ରୀ ସୀମା ପାହୱା

ବଲିଉଡର ବରିଷ୍ଠ ଅଭିନେତ୍ରୀ ସୀମା ପାହୱା ୫ଦଶନ୍ଧିରୁ ଅଧିକ ସମୟ ଧରି ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ସକ୍ରିୟ ଅଛନ୍ତି। ଏବେ ବର୍ଷ ରହିବା ପରେ ଏବେ ସେ ଇଣ୍ଡଷ୍ଟ୍ରିର ଅବସ୍ଥା ଖରାପ ହେବାରେ ଲାଗିଥିବା କହିଛନ୍ତି। ସର୍ଜନଶୀଳତାକୁ ବଲିଉଡ ହତ୍ୟା କରୁଛି ବୋଲି ସେ କହିଛନ୍ତି।…

ଏବର୍ଷ ଅକ୍ଷୟ ତୃତୀୟାରେ ଦେଶରେ ୧୬ ହଜାର କୋଟି ଟଙ୍କାର ବେପାର ସମ୍ଭାବନା

ଏବର୍ଷ ଅକ୍ଷୟ ତୃତୀୟାରେ ଦେଶରେ ୧୬ ହଜାର କୋଟି ଟଙ୍କାର ବେପାର ହେବ ବୋଲି ଅଲ୍‌ ଇଣ୍ଡିଆ ଜୁଏଲର୍ସ ଆଣ୍ଡ ଗୋଲ୍‌ଡସ୍ମିଥ କନ୍‌ଫଡେରେସନ ପକ୍ଷରୁ କୁହାଯାଇଛି। ମହାସଂଘର ସଭାପତି ପଙ୍କଜ ଆରୋରା ଏହି ଆକଳନ କରିଛନ୍ତି। ଶ୍ରୀ ଆରୋରା କହିଛନ୍ତି ସାଧାରଣତଃ ଅକ୍ଷୟ ତୃତୀୟା ଦିନ ସୁନା ବିକ୍ରି…

ଆଜି ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସିବ

କାଳ‌ବୈଶାଖୀ ପ୍ରଭାବରେ ଆସନ୍ତା ଚାରି ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତତଲା ତାଉଆରେ ଭାଜି ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିବ। ଅଧିକାଂଶ ସହରର ସର୍ବାଧିକ ତାପମାତ୍ରା ୩୫ ଡିଗ୍ରି ତଳକୁ ଖସି ଆସିବ। ଉପକୂଳ ଓଡ଼ିଶାରେ ମଧ୍ୟ ୩୨ରୁ ୩୫…