Browsing Tag

#india

କୋଣାର୍କ ସୂର୍ଯ୍ୟମନ୍ଦିର ସ୍ଥିତି ପରଖିଲା ଏଏସଆଇ କମିଟି

କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଭାରତୀୟ ସର୍ବେକ୍ଷଣ ସଂସ୍ଥା ଏଡିଜି ଜାନଭୀଜ ଶର୍ମାଙ୍କ ସମେତ ଏକ କୋର୍‌ କମିଟି ଶନିବାର ଦୀର୍ଘ ୬ ଘଣ୍ଟା ଧରି ସ୍ଥିତି ଅନୁଧ୍ୟାନ କରିବା ସହ ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏଡିଜି ଶ୍ରୀ ଶର୍ମାଙ୍କ ସହିତ କନଭେନସନ…

ବାଂଲାଦେଶ ଗସ୍ତରେ ଯିବେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ

ଡିସେମ୍ବର ୯ରେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ ବାଂଲାଦେଶ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ମିସ୍ରୀ ବାଂଲାଦେଶ ସହ ବୈଦେଶିକ କାର୍ଯ୍ୟାଳୟର ପରାମର୍ଶର ନେତୃତ୍ୱ ନେବେ ଏବଂ ତାଙ୍କ ପ୍ରତିପକ୍ଷଙ୍କୁ ଭେଟିବେ। ବୈଦେଶିକ ସଚିବ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ଅଧୀକାରୀମାନଙ୍କୁ…

ଦୁଇ ଦିନ ହାଲୁକା ବର୍ଷା

ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲାରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଶନିବାର ରାତିରେ ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୩.୨ ଡିଗ୍ରୀ, ରାଉରକେଲାରେ ୧୩.୩, ଝାରସୁଗୁଡ଼ାରେ ୧୩.୯ ଡିଗ୍ରୀ ରେକର୍ଡ଼ ହୋଇଛି। ଅନ୍ୟପକ୍ଷରେ ୮ରୁ ୧୦ ତାରିଖ…

ମୃତ ମହିଳାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବେ ଆଲୁ ଅର୍ଜୁନ

'ପୁଷ୍ପା ୨: ଦି ରୁଲ୍'ର ପ୍ରିମିୟର୍ ସୋ’ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାର ଦୁଇ ଦିନ ପରେ ଅଭିନେତା ଅଲ୍ଲୁ ଅର୍ଜୁନ ମୃତ ମହିଳାଙ୍କ ପରିବାରକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଶୁକ୍ରବାର ଦିନ ନିଜ ଏକ୍ସ ଆକାଉଣ୍ଟରେ ଏକ ଭିଡିଓ…

ଆଜି ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

ଖରିଫ ଧାନ ସଂଗ୍ରହ ବିଭିନ୍ନ ଜିଲାରେ ଆରମ୍ଭ ହୋଇଯାଇଛି। କୁଇଣ୍ଟାଲ୍‌ ପିଛା ୨୩ଶହ ଟଙ୍କା ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ଦେଇ ଧାନ କିଣାଯାଉଥିବାବେଳେ ୩୧୦୦ ଟଙ୍କାରେ ଧାନକିଣା ନେଇ ନିର୍ବାଚନ ଇସ୍ତାହାରରେ ବିଜେପି ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ତେଣୁ ଧାନ କୁଇଣ୍ଟାଲ୍‌ ପିଛା…

ସିରିଆରେ ରହୁଥିବା ଭାରତୀୟଙ୍କୁ ତୁରନ୍ତ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି ଭାରତ ବିଦେଶ ମନ୍ତ୍ରାଳୟ

ତୁରନ୍ତ ଛାଡ ସିରିଆ। ସିରିଆରେ ରହୁଥିବା ଭାରତୀୟଙ୍କୁ ତୁରନ୍ତ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି ଭାରତ ବିଦେଶ ମନ୍ତ୍ରାଳୟ। ସରକାରଙ୍କ ପକ୍ଷରୁ ରାତି ଅଧିଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ସିରିଆରେ ସପ୍ତାହେ ହେବ ଲାଗି ରହିଛି ଗୃହଯୁଦ୍ଧ। ହୟାତ ତହରିର ଅଲ ଶାମ ବିଦ୍ରୋହୀ ଯୁଦ୍ଧ ଆରମ୍ଭ…

ରାଜ୍ୟରେ ବଢୁଛି ଅବକାରୀ ରାଜସ୍ୱ

ବର୍ଷକୁ ବର୍ଷ ରାଜ୍ୟରେ ବଢୁଛି ମଦ ବିକ୍ରି । ବଢୁଛି ଅବକାରୀ ରାଜସ୍ୱ । ଆଜି ବିଧାନସଭାରେ ପ୍ରଶ୍ନୋତ୍ତରକାଳରେ ଏନେଇ ଉତ୍ତର ରଖିଛନ୍ତି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ,  ଗତ ବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି…

ଦେଶରେ ଖୋଲିବ 85ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଏଥିରୁ ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ। ବର୍ତ୍ତମାନ ତାଙ୍କୁ ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିଦ୍ଦତ ବର୍ଡର  ପୁଲିସ ବା ଆଇଟିବିପିରେ ଆଇଜି ଭାବରେ ନିଯୁକ୍ତି ଦିଆଯାଇଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦେଶ ଯାଏଁ ସେ ଡେପୁଟେସନରେ ଯାଇଥିବା ଭାରତ ସରକାରଙ୍କ ପକ୍ଷରୁ…

ଆଗାମୀ 2 ଦିନ ରାଜ୍ୟରେ ବଢିବ ଶୀତ

କିଛି ଦିନର ବିରତି ପରେ ପୁଣି ଶୀତ ଅନୁଭୂତ ହେବାକୁ ଯାଉଛି। ଆଗାମୀ ୨ ଦିନ ରାଜ୍ୟର ବିଭିନ୍ନ ଜିଲାରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ୨ ଦିନ ଶୀତ…