Browsing Tag

#india

ଆଦିବାସିଙ୍କ ଜମି କିଣିଲେ ବେଆଇନ ଘୋଷଣା କରାଯିବ – ରାଜସ୍ବ ମନ୍ତ୍ରୀ

ରାଜ୍ୟରେ କେହି ଆଦିବାସୀଙ୍କ ଜମି ଦଖଲ କରିପାରିବେନି। ଆଜି ବିଧାନସଭା ପ୍ରଶ୍ନକାଳରେ ଏଭଳି କିଛି ଉତ୍ତର ରଖିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଯଦି କେହି ଆଦିବାସୀଙ୍କ ଜମି କିଣନ୍ତି, ତେବେ ତାହାକୁ ବେଆଇନ ଘୋଷଣା କରାଯିବା ସହ ଉଚ୍ଛେଦ କରି ଫେରସ୍ତ ନିୟମ ରହିଛି।…

ଆଳୁ ଅଭାବ ମନୁଷ୍ୟକୃତ – ଯୋଗାଣ ମନ୍ତ୍ରୀଙ୍କ ସାଂଘାତିକ ବୟାନ

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ସାଂଘାତିକ ବୟାନ । କହିଲେ ସରକାରଙ୍କୁ ବଦନାମ କରିବାକୁ ରାଜ୍ୟରେ ଜାଣିଶୁଣି ଆଳୁର ଅଭାବ ସୃଷ୍ଟି କରାଯାଇଥିଲା । ମନୁଷ୍ୟକୃତ ଅଭାବ ତିଆରି କରାଗଲା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ପ୍ରଥମେ ଆଳୁ ଦେବାକୁ ମନା କଲେ । ଏବେ ପୁଣି ରାଜି ହେଲେ ଦେବାକୁ । କାହିଁକି…

ଆସାମରେ ଗୋମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ହୋଟେଲ, ରେଣ୍ଟୋରାଣ୍ଟ ଏବଂ ସାର୍ବଜନିକ ସ୍ଥାନରେ ଗୋମାଂସ ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ କ୍ୟାବିନେଟ ବୈଠକରେ ଗୋମାଂସ ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ନିଷ୍ପତ୍ତି ନିଆଯାଇଥିବା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା । ଏଣିକି ଆସାମର…

ପୁଷ୍ପା-୨ ପ୍ରିମିୟର ଶୋ ବେଳେ ଦଳାଚକଟା

ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ପୁଷ୍ପା-୨ ଗୁରୁବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଦେଶବ୍ୟାପୀ ବିଭିନ୍ନ ସିନେମା ହଲରେ ଏହି ଚଳଚ୍ଚିତ୍ର ଦେଖିବାକୁ ପ୍ରଶଂସକମାନେ ଆଗୁଆ ଟିକଟ ବୁକିଂ କରିଛନ୍ତି। ତେବେ ହାଇଦ୍ରାବାଦରେ ବୁଧବାର ରାତିରେ ଏହାର ପ୍ରିମିୟର ଶୋ’ ବେଳେ…

ଆଜି ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି

ଆଜି ଓୟୁଏଟି ସମାବର୍ତ୍ତନ ଉତ୍ସବ ଏବଂ ଭୁବନେଶ୍ବର କୋର୍ଟ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଦିନ ୯.୫୫ରେ ପୁରୀ ତାଳବଣିଆ ହେଲିପ୍ୟାଡ଼ରୁ ହେଲିକପ୍ଟର ଯୋଗେ ବାହାରି ୧୦.୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ।…

ତୃତୀୟ ଥର ପାଇଁ ମହାରାଷ୍ଟ୍ରର ଶାସନ ଭାର ସମ୍ଭାଳିବେ ଫଡନାବିସ୍, ଆଜି ନେବେ ଶପଥ

ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ଦ୍ବିତୀୟ ପାଳି ସରକାର ଗଠନ ପ୍ରକ୍ରିୟା ବୁଧବାର ଚୂଡାନ୍ତ ହୋଇଛି। ଦେବେନ୍ଦ୍ର ଫଡନାବିସ୍ ମେଣ୍ଟ ସରକାରର ନେତା ନିର୍ବାଚିତ ହୋଇଛନ୍ତି। ନେତା ନିର୍ବାଚିତ ହେବା ପରେ ମହାୟୁତି ମେଣ୍ଟର ନେତାମାନେ ରାଜ୍ୟପାଳ ସି.ପି ରାଧାକୃଷ୍ଣନଙ୍କୁ ଭେଟି ସରକାର ଗଠନ ପାଇଁ…

୨୫ ତାରିଖରେ ସୁଭଦ୍ରା ଟଙ୍କା

ଆସନ୍ତା ଡିସେମ୍ବର ୨୫ ତାରିଖରେ ସୁଭଦ୍ରା ଟଙ୍କା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ  ଟଙ୍କା ମିଳିବ ।  ଏଥିପାଇଁ ନୂଆ ଆବେଦନକାରୀଙ୍କ ସମେତ  ଅଦ୍ୟାବଧି ସହାୟତା ପାଇପାରିନଥିବା  ଦରଖାସ୍ତକାରୀଙ୍କ ଆବେଦନ ଯାଂଚ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ଡିସେମ୍ବର…

ଏମ୍‌ସ ଭୁବନେଶ୍ୱରରେ ଫୋର୍‌ଡି ସ୍ପାଇନ୍‌ ଓ ଗେଟ୍‌ ଆନାଲିସିସ୍ ଲ୍ୟାବ୍ ଉଦ୍‌ଘାଟିତ

ଏମ୍‌ସ ଭୁବନେଶ୍ୱରରେ ପୂର୍ବ ଭାରତରେ ପ୍ରଥମ ତଥା ଅତ୍ୟାଧୁନିକ ଜ୍ଞାନକୌଶଳଯୁକ୍ତ ଫୋର୍‌ଡି ସ୍ପାଇନ୍‌ ଓ ଗେଟ୍‌ ଆନାଲିସିସ୍ ଲ୍ୟାବ୍ ଉଦ୍‌ଘାଟିତ ହୋଇଯାଇଛି। ଶାରୀରିକ ଚିକିତ୍ସା ଏବଂ ପୁନର୍ବାସ ବିଭାଗ (ପିଏମଆର) ପକ୍ଷରୁ ଅର୍ନ୍ତଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ କାର୍ଯ୍ୟନିର୍ବାହୀ…

ଭାରତୀୟ ସଂସ୍କୃତି ଏବଂ ପରମ୍ପରା ସହିତ ଆୟୁର୍ବେଦ ଅଙ୍ଗାଙ୍ଗିଭାବେ ଜଡ଼ିତ

ଭାରତୀୟ ସଂସ୍କୃତି ଏବଂ ପରମ୍ପରା ସହିତ ଆୟୁର୍ବେଦ ଅଙ୍ଗାଙ୍ଗିଭାବେ ଜଡ଼ିତ। ଏହା ଜାଣିବାକୁ ହେଲେ ଆମକୁ ବହୁତ ଦୂର ଯିବାକୁ ପଡ଼ିବ ନାହିଁ। ପ୍ରଭୁ ଜଗନ୍ନାଥଙ୍କ ନୀତିକାନ୍ତିକୁ ଅଧ୍ୟୟନ କଲେ ଆମେ ଏହାକୁ ଜାଣିପାରିବା। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେଇ…

ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼

ବୁଧବାର ଅମୃତସରର ସ୍ବର୍ଣ୍ଣ ମନ୍ଦିର ପ୍ରବେଶ ପଥରେ ଶିରୋମଣି ଅକାଲୀ ଦଳର ନେତା ତଥା ପଞ୍ଜାବର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଉପରକୁ ଗୁଳି ଚାଳନା ହୋଇଛି। ଜାଣିବାକୁ ମିଳିଛି ଯେ ତାଙ୍କ ଉପରକୁ ପୂର୍ବତନ ବାବର ଖାଲସା ଇଣ୍ଟରନ୍ୟାସନାଲ (ବି.କେ.ଆଇ) ଆତଙ୍କବାଦୀ ଗୁଳି…