ସିନ୍ଧୁ ଆମର ଏବଂ ଏହା ଆମର ରହିବ ,ଆମର ପାଣି ଏହି ନଦୀ ଦେଇ ପ୍ରବାହିତ ହେବ ନଚେତ୍ ସେମାନଙ୍କର ରକ୍ତ ଏଥିରେ ପ୍ରବାହିତ…
ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୂଟନୈତିକ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର…