ଶେୟାର ବଜାର କାରବାରରେ ବୃଦ୍ଧି
କ୍ରମାଗତ ତୃତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଦ୍ୱିତୀୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ…