ଆଜି ୨୩ତମ ଭାରତ-ରୁଷ୍ ଶିଖର ସମ୍ମିଳନୀ
ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ଠାରୁ ଦୁଇ ଦିନିଆ ଭାରତ ଗସ୍ତ କରିଛନ୍ତି। ସନ୍ଧ୍ୟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ଆସି ନୂଆଦିଲ୍ଲୀର ପାଲାମ ଟେକ୍ନିକାଲ ବିମାନବନ୍ଦରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମାନବନ୍ଦରରେ ଉପସ୍ଥିତ ରହି ପୁଟିନଙ୍କୁ ସ୍ବାଗତ…