Browsing Tag

#india

ଇଟାଲୀର ଫିଉଗି ଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ଯୋଗଦେଲେ ଏସ୍‌ ଜୟଶଙ୍କର

ଇଟାଲୀର ଫିଉଗି ଠାରେ ଅନୁଷ୍ଠିତ ଦୁଇ ଦିନିଆ ଜି-୭ ବିଦେଶମନ୍ତ୍ରୀଙ୍କ ସମ୍ମିଳନୀରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଯୋଗ ଦେଇଛନ୍ତି। ଏହି ଅବସ‌ରରେ ସେ ବିଭିନ୍ନ ରାଷ୍ଟ୍ରର ବିଦେଶ ମନ୍ତ୍ରୀଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିଛନ୍ତି। ଗତ ଦୁଇଦିନ ଏହି ସମ୍ମିଳନୀ…

ସଂରକ୍ଷଣ ସୁବିଧା ପାଇଁ ଧର୍ମାନ୍ତୀକରଣ ସମ୍ବିଧାନ ପ୍ରତି ପ୍ରତାରଣା

କୌଣସି ଧର୍ମ ପ୍ରତି ଆସ୍ଥା ନ ଥାଇ କେବଳ ସଂରକ୍ଷଣ ସୁବିଧା ହାସଲ ପାଇଁ ଧର୍ମ ପରିବର୍ତ୍ତନ କରିବା ସମ୍ବିଧାନ ସହ ବିଶ୍ୱାସଘାତ ବୋଲି ବୁଧବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସି. ସେଲଭାରାନିଙ୍କ ବାପା ହିନ୍ଦୁ ହୋଇଥିବାବେଳେ ମା’ ଖ୍ରୀଷ୍ଟିଆନ୍‌। ସେଲଭାରାନି ଜନ୍ମ…

କାଲି ଓଡ଼ିଶା ଆସିବେ ମାଦି

ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ । ଏହି ସମ୍ମିଳନୀରେ ଯୋଗ ଦେବାକୁ ଆସନ୍ତାକାଲିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେନ୍ଦ୍ର ଗୃହ ମନ୍ତ୍ରୀ…

ନିଯୁକ୍ତି ପାଇଲେ ୯୪୧ ଅଗ୍ନିଯୋଦ୍ଧା

ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ ସମୀକ୍ଷା କରାଯାଉଛି। ଯାହା ସବୁ ପଦବି ଖାଲି…

କାର୍ଯ୍ୟରେ ଯୋଗ ଦେଲେ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ

ଶେଷରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ ସୁଜାତା କାର୍ତିକେୟନ । ରାଜନୀତିକ କାରଣରୁ ସରକାର ବଦଳିବା ପରେ ଝିଅର ପାଠପଢ଼ା କହି ଛୁଟିରେ ରହିଥିଲେ । ତେବେ ପୁଣି ଛଅ ମାସ ଛୁଟି ନମିଳିବାରୁ ଏବେ କାର୍ଯ୍ୟରେ ଯୋଗଦେଇଛନ୍ତି । ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା…

ଏସାର ଗ୍ରୁପ୍‌ ଅଧ୍ୟକ୍ଷଙ୍କ ପରଲୋକ

ଏସାର ଗ୍ରୁପ୍‌ ଅଧ୍ୟକ୍ଷ ତଥା ସହ-ପ୍ରତିଷ୍ଠାତା ଶଶିକାନ୍ତ ରୁଇଆ(୮୧)ଙ୍କର ପରଲୋକ ହୋଇଛି। ଦୀର୍ଘଦିନ ହେଲା ଅସୁସ୍ଥ ଥିବା ଶଶିକାନ୍ତଙ୍କର ମୃତ୍ୟୁ ନଭେମ୍ବର ୨୫ ତାରିଖ ରାତି ୧୧ଟା ୫୫ରେ ମୁମ୍ବାଇଠାରେ ହୋଇଛି । ଆମେରିକାରେ ଚିକିତ୍ସିତ ହେଉଥିବା ଶଶିକାନ୍ତଙ୍କୁ ପ୍ରାୟ ମାସକ ପୂର୍ବେ…

ରାଜ୍ୟରେ ଲକ୍ଷେ ୭୭ ହଜାର ୬୮ ମୃତ ହିତାଧିକାରୀ ଚିହ୍ନଟ

ରାଜ୍ୟରେ ଲକ୍ଷେ ୭୭ ହଜାର ୬୮ ମୃତ ହିତାଧିକାରୀଙ୍କୁ ଏଯାଏ ଚିହ୍ନଟ କରାଗଲାଣି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଚାଲୁ ରହିଥିବା କେୱାଇସି ପ୍ରକ୍ରିୟାରୁ ଚିହ୍ନଟ ପରେ ମୃତ ହିତାଧିକାରୀଙ୍କ ବାବଦରେ ଏହି ତଥ୍ୟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ହେମନ୍ତ ସୋରେନ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ହେମନ୍ତ ସୋରେନ। ଆସନ୍ତା 28 ତାରିଖରେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ହେମନ୍ତ । ପତ୍ନୀ କଳ୍ପନା ସୋରେନଙ୍କ ସହ ହେମନ୍ତ ସୋରେନ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ…

କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ୪ ବର୍ଷ ନିଲମ୍ବିତ

କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ୪ ବର୍ଷ ନିଲମ୍ବିତ । ଜାତୀୟ ଆଣ୍ଟିଂ ଡୋପିଂ ଏଜେନ୍ସି ବା ନାଡା ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି । ମାର୍ଚ୍ଚ ୧୦ ତାରିଖରେ ଜାତୀୟ ଦଳ ପାଇଁ ହୋଇଥିବା ଚୟନ ବେଳେ ବଜରଙ୍ଗ ପରୀକ୍ଷା ପାଇଁ ନମୁନା ଦେବାକୁ ମନା କରିଥିଲେ । ଫଳରେ ତାଙ୍କ ବିରୋଧରେ ଏପରି…

୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫…