Astrology/Vastu ଆଜିର ରାଶିଫଳ Metro TV Odisha Nov 26, 2024 ମେଷ: ଅଫିସରେ ସମସ୍ତଙ୍କର ସହଯୋଗ ପାଇବେ। ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ। କୌଣସି ବନ୍ଧୁ ସହିତ ବସି ଭବିଷ୍ୟତ ଯୋଜନା ଉପରେ ବିଚାର ବିମର୍ଶ କରିବେ। ଜମି କିଣିବା ଯୋଗ ଅଛି। ବୃଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କାର୍ଯ୍ୟକ୍ଷେତ୍ରରେ ପୂର୍ବ…
Odisha ଆଜିଠୁ ଆରମ୍ଭ ବିଧାନସଭା ଶୀତ ଅଧିବେଶନ Metro TV Odisha Nov 26, 2024 ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୧ ଯାଏ ଏହି ଅଧିବେଶନ ଚାଲିବାକୁ ଥିବା ବେଳେ ଏଥିରେ ୩୦ଟ କାର୍ୟ୍ୟ ଦିବସ ରହିବ । ତେବେ ଏଥର ବେଶ ସରଗରମ ହେବ ଗୃହ। ସରକାରଙ୍କୁ ଆକ୍ରମଣ କରିବାକୁ ମାଳମାଳ ପ୍ରସଙ୍ଗ ଧରି ପ୍ରସ୍ତୁତ ହୋଇଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ।…
Politics ଆଜି ସମ୍ବିଧାନ ଦିବସ Metro TV Odisha Nov 26, 2024 ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ଭାବରେ ପାଳନ କରାଯାଉଛି । ୧୯୪୯ ମସିହା ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ରେ ଏହାକୁ ଲାଗୁ କରାଯାଇଥିଲା । ୨୦୧୫ ମସିହାରେ ନାଗରିକଙ୍କ ମଧ୍ୟରେ ସମ୍ବିଧାନର…
Entertainment ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡା ରିଲେସନସିପରେ ଥିବା ବେଶ ଚର୍ଚ୍ଚା Metro TV Odisha Nov 25, 2024 ଷ୍ଟେଜରେ ସମସ୍ତଙ୍କ ସାମ୍ନାରେ ନିଜ ପ୍ରେମ ବିଷୟରେ କହିଲେ ରଶ୍ମିକା ମାନ୍ଦାନା । ରଶ୍ମିକା ନିଜର ଆଗାମୀ ଫିଲ୍ମ ପୁଷ୍ପା-୨ର ପ୍ରମୋସନ ପାଇଁ ଖୁବ ବ୍ୟସ୍ତ ରହୁଛନ୍ତି । ଚେନ୍ନାଇର ଏକ ସୋ'ରେ ପୁଷ୍ପା ୨ ଗୀତର ଲଞ୍ଚ ବେଳେ ସେହି ସୋ'ର ହୋଷ୍ଟ ତାଙ୍କୁ ତାଙ୍କ ବୟଫ୍ରେଣ୍ଡ ବିଷୟରେ ପଚାରିଥିଲେ…
Weather Report ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ Metro TV Odisha Nov 25, 2024 ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ…
Entertainment ରିଲ୍ସ କରିବା ପଡ଼ିଲା ମହଙ୍ଗା, ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି Metro TV Odisha Nov 25, 2024 ରିଲ୍ସ କରିବା ପଡ଼ିଲା ମହଙ୍ଗା। ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି। ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରୁଥିଲେ। ଗାଡ଼ି ଜବତ ସହ ଜାରିମାନା କଲା ଆରଟିଓ । ଜଣେ ଯୁବତୀ ବିନା ହେଲମେଟରେ ବେପରୁଆ ଭାବେ ଗାଡ଼ି ଚଳାଇବା ସହ ରିଲ୍ସ କରୁଥିବା ନେଇ ନାରାୟଣ…
National ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି Metro TV Odisha Nov 25, 2024 ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଆଜି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି। ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି। ଏନେଇ ଶିବସେନାର ଏକନାଥ ସିନ୍ଦେ ଗୋଷ୍ଠୀର ବରିଷ୍ଠ ମନ୍ତ୍ରୀ ଦୀପକ କେସରକର ସୂଚନା ଦେଇଛନ୍ତି। ଆଜି କେବଳ ମୁଖ୍ୟମନ୍ତ୍ରୀ…
National 28ରେ ଶପଥ ନେବେ ହେମନ୍ତ ସୋରେନ୍ Metro TV Odisha Nov 25, 2024 ଗତକାଲି ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ଦେବ ସହିତ ପୁନର୍ବାର ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଚଳିତ ନିର୍ବଚନରେ ଝାଡ଼ଖଣ୍ଡରେ ପୁଣି ବାଜି ମାରିଛି ଜେଏମ୍ଏମ୍। ପୁଣିଥରେ ହେମନ୍ତ ସୋରେନଙ୍କ ନେତୃତ୍ବରେ ଝାଡ଼ଖଣ୍ଡରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି।…
National ଆଜିଠାରୁ ସଂସଦର ଶୀତ ଅଧିବେଶନ Metro TV Odisha Nov 25, 2024 ଆଜିଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ କାଳରେ ସରକାର ବହୁ ଚର୍ଚ୍ଚିତ ୱାକଫ୍ ସଂଶୋଧନ ବିଧେୟକ ସମେତ ୧୫ଟି ବିଧେୟକକୁ ଗୃହୀତ କରିବା ଲାଗି ତାଲିକାଭୁକ୍ତ କରିଛନ୍ତି। ଗୃହୀତ ପାଇଁ ତାଲିକାଭୁକ୍ତ ବିଧେୟକ ମଧ୍ୟରୁ ୫ଟି ନୂଆ ବିଧେୟକ…
Odisha ବଦଳିଲେ ଯାଜପୁର ଏସଡ଼ିପିଓ Metro TV Odisha Nov 25, 2024 ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ, ବିରଜା ହାଟ ପୁନଃ ଅବସ୍ଥାନକୁ ନେଇ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୁଲିସ ଉଦ୍ୟମ ଜାରି ରଖିଥିବା ବେଳେ ହଠାତ୍ ଯାଜପୁର ଏସ୍ଡିପିଓ ସତ୍ୟବ୍ରତ ଲେଙ୍କାଙ୍କୁ କଟକ ମୁଖ୍ୟାଳୟକୁ ବଦଳି କରାଯାଇଛି।…