ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେଠାରେ ସେ ରାଜ୍ୟ ସରକାରଙ୍କ ତରଫରୁ ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (ଆଇଓସିଏଲ୍), ପେଟ୍ରୋନେଟ ଏଲ୍ଏନ୍ଏଜି ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ…