Browsing Tag

#india

ଡୋମିନିକା ସର୍ବୋଚ୍ଚ ସମ୍ମାନ ପାଇବେ ମାଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡୋମିନିକା ରାଜ୍ୟଗୋଷ୍ଠୀର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରାଯିବ। ଏ ସମ୍ପର୍କରେ ଡୋମିନିକା ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତା ସପ୍ତାହରେ ଗୁୟାନାରେ ହେବାକୁ ଥିବା ଇଣ୍ଡିଆ-କାରିକମ୍‌ ସମ୍ମିଳନୀରେ ରାଷ୍ଟ୍ରପତି ସିଲଭାଇନ ବର୍ଟନ ମୋଦୀଙ୍କୁ ଏହି…

ଧାନ ସଂଗ୍ରହକୁ ଉତ୍ସବ ଆକାରରେ ପାଳନ କରିବେ ରାଜ୍ୟ ସରକାର

ଧାନ ସଂଗ୍ରହକୁ ଉତ୍ସବ ଆକାରରେ ପାଳନ କରିବେ ରାଜ୍ୟ ସରକାର। ପ୍ରତି ଜିଲ୍ଲାରେ ଚାଷୀ ସମାବେଶ କରାଯିବ। ଆସନ୍ତା ୮ ତାରିଖରେ ବରଗଡ଼ ସୋହେଲାରୁ ଚାଷୀ ସମାବେଶ ଜରିଆରେ ଏହି ଉତ୍ସବ ଆରମ୍ଭ କରାଯିବ। ପରବର୍ତ୍ତୀ ସମୟରେ  ରାଜ୍ୟର ପ୍ରତି ଜିଲ୍ଲାରେ ଚାଷୀ ସମାବେଶ ଜରିଆରେ ଉତ୍ସବ ପାଳନ ହେବ।…

ଫେବ୍ରୁଆରି ୨୧ ରୁ ମାଟ୍ରିକ ପରୀକ୍ଷା

ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ଦ୍ବାରା ପରିଚାଳିତ ମାଟ୍ରିକ୍‌ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା, ‘ଦମନ’ ଶ୍ରେଷ୍ଠ ଚଳଚ୍ଚିତ୍ର

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି ।  ୩୩ ଗୋଟି ବର୍ଗ ପାଇଁ ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ପୁରସ୍କାର କରାଯାଇଛି । ୨୦୨୨ ବର୍ଷ ପାଇଁ ‘ଦମନ’ ଶ୍ରେଷ୍ଠ ଚଳଚ୍ଚିତ୍ର ବିବେଚିତ ହୋଇଛି । ସେହିଭଳି ୨୦୨୧ ପାଇଁ ଶଙ୍କର…

ଟ୍ରମ୍ପ ମୋ ବାପା – ପାକିସ୍ତାନ ଯୁବତୀ

ସୋସିଆଲ୍‌ ମିଡିଆରେ ଏକ ଭିଡିଓ ଏବେ ଖୁବ୍‌ ଜୋର୍‌ରେ ଭାଇରାଲ୍‌ ହେବାରେ ଲାଗିଛି। ସେଥିରେ ଜଣେ ଯୁବତୀ ନିଜକୁ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଝିଅ ବୋଲି କହୁଥିବାର ଶୁଣିବାକୁ ମିଳୁଛି। ଯୁବତୀ ଜଣକ କହୁଥିବାର ଶୁଣିବାକୁ ମିଳୁଛି, ‘‘ଡୋନାଲ୍ଡ ଟ୍ରମ୍ପ…

16 ରୁ ଶୀତ ବଢିବ

ନଭେମ୍ବର ୧୬ରୁ ଓଡିଶାରେ ଶୀତ ବଢ଼ିବାର ସମ୍ଭାବନା ରହିଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ସହିତ ଥଣ୍ଡା ସାଙ୍ଗକୁ କୋହଲା ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳର ତାପମାତ୍ରା ପ୍ରାୟ ୨ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା…

ଥମୁନାହିଁ ବିମାନକୁ ବୋମା ଧମକ, ମୁମ୍ବାଇ ବିମାନବନ୍ଦରକରୁ ବୋମା ଧମକ

ଥମୁନାହିଁ ବିମାନକୁ ବୋମା ଧମକ। କିଛି ଦିନ ଅନ୍ତରରେ ପୁଣି ଥରେ ଏକ ଅଜଣା ବ୍ୟକ୍ତି ବିମାନବନ୍ଦରକୁ ବୋମା ଧମକ ଦେଇଥିବାର ଏକ ମାମଲା ସାମ୍ନାକୁ ଆସିଛି। ଗତ କିଛି ଦିନ ମଧ୍ୟରେ ଅନେକ ବିମାନକୁ ବୋମା ଧମକ ମିିଳି ସାରିଥିବା ବେଳେ ବୁଧବାର ଅପରାହ୍ନରେ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ…

 ଓଡ଼ିଶାର ମହାନଗର ନିଗମଗୁଡ଼ିକ ଆର୍ଥିକ ଅନୁଷ୍ଠାନରୁ ଅଧିକ ଋଣ କରୁଛନ୍ତି

ଓଡ଼ିଶାର ମହାନଗର ନିଗମଗୁଡ଼ିକ ଆର୍ଥିକ ଅନୁଷ୍ଠାନରୁ ଅଧିକ ଋଣ କରୁଛନ୍ତି। ସେମାନଙ୍କ ପାଇଁ ସହରବାସୀଙ୍କ ମୁଣ୍ଡରେ ୨୦୨୨-୨୩ରେ ୧୨୫୮ ଟଙ୍କା ଥିଲା ଯାହା ଦେଶରେ ସର୍ବାଧିକ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଜାରି କରିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଏହି ତାଲିକାରେ ଓଡ଼ିଶା ପଛକୁ ରହିଛି…

ଅଧିକ ଲୁଣ ପେଟ କ୍ୟାନସର ର କାରଣ

ଲୁଣ ବିନା ଖାଦ୍ୟର ସ୍ୱାଦ ଅଧୁରା। ବିନା ଲୁଣରେ ଫିକା ଲାଗେ ଖାଦ୍ୟ। ତେବେ ଲୁଣ ଅଧିକ ହେଲେ ବି ବିଗିଡିଯାଏ ସ୍ୱାଦ। ଅଧିକାଂଶ ଲୋକେ ଖାଦ୍ୟରେ ଅଧିକ ଲୁଣ ଖାଇବାକୁ ପସନ୍ଦ କରନ୍ତି। କିନ୍ତୁ ଏହା ହୋଇପାରେ ହାନିକାରକ। ଅଧିକ ଲୁଣ ଖାଇଲେ ରକ୍ତଚାପ ବଢ଼ିବା ସହ ପୋଟ କ୍ୟାନସର ଭଳି ସାଙ୍ଘାତିକ ରୋଗ…

ଆଜି ଏହି ରାଶି ହେବେ ମାଲାମାଲ!

ଆଜି ପାଞ୍ଚଟି ରାଶି ହେବେ ମାଲେମାଲ । ଯେଉଁ ରାଶିର ବ୍ୟକ୍ତି ସୂର୍ଯ୍ୟଦେବତାଙ୍କୁ ପୂଜା କରି ଦିନ କାର୍ଯ୍ୟ ଆରମ୍ଭ କରିବେ ସେମାନେ ମାଲାମାଲ ହେବେ ।  ସୂର୍ଯ୍ୟଦେବତାଙ୍କୁ ଗ୍ରହଙ୍କ ରାଜା ବୋଲି କୁହାଯାଏ । ସାରା ବ୍ରହ୍ମାଣ୍ଡରେ ତାଙ୍କୁ ଶକ୍ତିର କେନ୍ଦ୍ର ବୋଲି କୁହାଯାଏ । ସୂର୍ଯ୍ୟ ରାଶି…