ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି,ସନ୍ଧ୍ୟା ୬ ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଅନୁଷ୍ଠିତ ହେବ ଏହି ଗୁପ୍ତ ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଅନୁଷ୍ଠିତ ହେବ ନୀତି। ସନ୍ଧ୍ୟା ୬ ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ…